ପୁରୀରେ ୫ଟି ସଚିବ ଭିକେ ପାଣ୍ଡିଆନ: ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା ମାର୍ଗର କଲେ ଅନୁଧ୍ୟାନ

The Sakala Picture
Published On

ପୁରୀ: ଦ୍ରୁତଗତିରେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ପ୍ରତି ସପ୍ତାହରେ ୫ଟି ସଚିବ ଭିକେ ପାଣ୍ଡିଆନ ପୁରୀ ଯାଇ କାମର ଅଗ୍ରଗତି ନେଇ ଅପଡେଟ୍ ନେବା ସହ ଧାର୍ଯ୍ୟ ସମୟରେ କାମ ସାରିବାକୁ ଟାର୍ଗେଟ୍ ଦେଇଛନ୍ତି । ଆଜି ମଧ୍ୟ ସକାଳୁ ସକାଳୁ ୫ଟି ସଚିବ ପୁରୀରେ ପହଞ୍ଚିଛନ୍ତି । ଶ୍ରୀମନ୍ଦିର ଚାରିପାଖ ପରିକ୍ରମା ମାର୍ଗ ଅନୁଧ୍ୟାନ କରିଛନ୍ତି । ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ଉପସ୍ଥିତ ଥିଲେ । […]

ପୁରୀ: ଦ୍ରୁତଗତିରେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ପ୍ରତି ସପ୍ତାହରେ ୫ଟି ସଚିବ ଭିକେ ପାଣ୍ଡିଆନ ପୁରୀ ଯାଇ କାମର ଅଗ୍ରଗତି ନେଇ ଅପଡେଟ୍ ନେବା ସହ ଧାର୍ଯ୍ୟ ସମୟରେ କାମ ସାରିବାକୁ ଟାର୍ଗେଟ୍ ଦେଇଛନ୍ତି । ଆଜି ମଧ୍ୟ ସକାଳୁ ସକାଳୁ ୫ଟି ସଚିବ ପୁରୀରେ ପହଞ୍ଚିଛନ୍ତି । ଶ୍ରୀମନ୍ଦିର ଚାରିପାଖ ପରିକ୍ରମା ମାର୍ଗ ଅନୁଧ୍ୟାନ କରିଛନ୍ତି । ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ଉପସ୍ଥିତ ଥିଲେ । ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ପୂର୍ବ ସପ୍ତାହରେ ଦିଆଯାଇଥିବା ଟାର୍ଗେଟ୍‌ ପୂରଣ ହୋଇଛି କି ନାହିଁ ସମୀକ୍ଷା କରିଛନ୍ତି ୫ଟି ସଚିବ । ଆଗାମୀ ୪ ତାରିଖରେ ସ୍ନାନ ପୂର୍ଣ୍ଣିମା ହୋଇଥିବାରୁ ଏହା ପୂର୍ବରୁ ଶ୍ରୀମନ୍ଦିର ସମ୍ମୁଖ ପ୍ରକଳ୍ପ କାମ ଶେଷ କରିବା ନେଇ ଦିଆଯାଇଥିବା ଟାର୍ଗେଟ୍ ସମ୍ପର୍କରେ ପଚାରି ବୁଝିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’ର ମୂଳଦୂଆ ପକାଇଲେ ମହମ୍ମଦ ମୋକିମ

02 Jun 2023 By The Sakala

ପୁରୀରେ ୫ଟି ସଚିବ ଭିକେ ପାଣ୍ଡିଆନ: ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା ମାର୍ଗର କଲେ ଅନୁଧ୍ୟାନ

ପୁରୀ: ଦ୍ରୁତଗତିରେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ପ୍ରତି ସପ୍ତାହରେ ୫ଟି ସଚିବ ଭିକେ ପାଣ୍ଡିଆନ ପୁରୀ ଯାଇ କାମର ଅଗ୍ରଗତି ନେଇ ଅପଡେଟ୍ ନେବା ସହ ଧାର୍ଯ୍ୟ ସମୟରେ କାମ ସାରିବାକୁ ଟାର୍ଗେଟ୍ ଦେଇଛନ୍ତି । ଆଜି ମଧ୍ୟ ସକାଳୁ ସକାଳୁ ୫ଟି ସଚିବ ପୁରୀରେ ପହଞ୍ଚିଛନ୍ତି । ଶ୍ରୀମନ୍ଦିର ଚାରିପାଖ ପରିକ୍ରମା ମାର୍ଗ ଅନୁଧ୍ୟାନ କରିଛନ୍ତି । ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ଉପସ୍ଥିତ ଥିଲେ । ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ପୂର୍ବ ସପ୍ତାହରେ ଦିଆଯାଇଥିବା ଟାର୍ଗେଟ୍‌ ପୂରଣ ହୋଇଛି କି ନାହିଁ ସମୀକ୍ଷା କରିଛନ୍ତି ୫ଟି ସଚିବ । ଆଗାମୀ ୪ ତାରିଖରେ ସ୍ନାନ ପୂର୍ଣ୍ଣିମା ହୋଇଥିବାରୁ ଏହା ପୂର୍ବରୁ ଶ୍ରୀମନ୍ଦିର ସମ୍ମୁଖ ପ୍ରକଳ୍ପ କାମ ଶେଷ କରିବା ନେଇ ଦିଆଯାଇଥିବା ଟାର୍ଗେଟ୍ ସମ୍ପର୍କରେ ପଚାରି ବୁଝିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର