ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ 5T ସଚିବ, ଶ୍ରୀଜଗନ୍ନାଥ ବଲ୍ଳଭ ପାର୍କିଙ୍ଗ କାର୍ଯ୍ୟ ଓ ଶ୍ରୀ ସେତୁ ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା

ପୁରୀ: ପୁରୀରେ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ବେଢା ପରିକ୍ରମା କରିଛନ୍ତି । ତେବେ ଆଜି ପୁରୀ ଆସିଥିବା ବେଳେ ଶ୍ରୀଜଗନ୍ନାଥ ବଲ୍ଳଭ ପାର୍କିଙ୍ଗ କାର୍ଯ୍ୟ ଓ ଶ୍ରୀ ସେତୁ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି 5ଟି ସଚିବ । ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀସେତୁ ପ୍ରକଳ୍ପ ଏକ ପ୍ରମୁଖ ପ୍ରକଳ୍ପ । ଏହି କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣ […]

ପୁରୀ: ପୁରୀରେ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ବେଢା ପରିକ୍ରମା କରିଛନ୍ତି । ତେବେ ଆଜି ପୁରୀ ଆସିଥିବା ବେଳେ ଶ୍ରୀଜଗନ୍ନାଥ ବଲ୍ଳଭ ପାର୍କିଙ୍ଗ କାର୍ଯ୍ୟ ଓ ଶ୍ରୀ ସେତୁ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି 5ଟି ସଚିବ । ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀସେତୁ ପ୍ରକଳ୍ପ ଏକ ପ୍ରମୁଖ ପ୍ରକଳ୍ପ । ଏହି କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି। ଆସନ୍ତା ରଥଯାତ୍ରା ସୁଦ୍ଧା କାର୍ଯ୍ୟ ସାରିବାକୁ ଦେଇଛନ୍ତି ନିର୍ଦେଶ । ଅନୁଧ୍ୟାନ ସମୟରେ ପୁରୀ ଜିଲ୍ଲାପାଳ ଓ ବିଭିନ୍ନ ଅଧିକରୀ ଉପସ୍ଥିତ ଥିବା ସୂଚନା ।

About The Author: The Sakala