ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ

The Sakala Picture
Published On

ପୁରୀ: ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ବେଢା ପରିକ୍ରମା ସହ ବିଭିନ୍ନ ପାର୍ଶ୍ବ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଛନ୍ତି ପାଣ୍ଡିଆନ। ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ଆଲୋଚନା କରିଥିବା ଜଣାପଡିଛି । ଗସ୍ତ ଅବସରରେ 5T ସଚିବଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।

ଆହୁରି ପଢ଼ନ୍ତୁ: ବିରୋଧ ପରେ ଯୋଗାଣ ମନ୍ତ୍ରୀଙ୍କ ୟୁ ଟର୍ଣ୍ଣ: କାଲି ମନା କରିଥିଲେ, ଆଜି କହିଲେ ଏହିମାନେ କିଣିପାରିବେ ୫ କେଜି ଗ୍ୟାସ୍

01 Oct 2022 By The Sakala

ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ

ପୁରୀ: ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ବେଢା ପରିକ୍ରମା ସହ ବିଭିନ୍ନ ପାର୍ଶ୍ବ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଛନ୍ତି ପାଣ୍ଡିଆନ। ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ଆଲୋଚନା କରିଥିବା ଜଣାପଡିଛି । ଗସ୍ତ ଅବସରରେ 5T ସଚିବଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର