ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ, ଶ୍ରୀମନ୍ଦିର ଉନ୍ନତିକରଣ ନେଇ କଲେ ଆଲୋଚନା

The Sakala Picture
Published On

ପୁରୀ: ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ବେଢ଼ା ପରିକ୍ରମା ସହ ବିଭିନ୍ନ ଦେବାଦେବୀଙ୍କୁ ଦର୍ଶନ କରିଛନ୍ତି । ଏଥିସହ ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ମଧ୍ୟ ଆଲୋଚନା କରିଥିବା ଜଣାପଡିଛି । ଏହି ଅବସରରେ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର କମିଶନର ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

24 Sep 2022 By The Sakala

ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ, ଶ୍ରୀମନ୍ଦିର ଉନ୍ନତିକରଣ ନେଇ କଲେ ଆଲୋଚନା

ପୁରୀ: ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ବେଢ଼ା ପରିକ୍ରମା ସହ ବିଭିନ୍ନ ଦେବାଦେବୀଙ୍କୁ ଦର୍ଶନ କରିଛନ୍ତି । ଏଥିସହ ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ମଧ୍ୟ ଆଲୋଚନା କରିଥିବା ଜଣାପଡିଛି । ଏହି ଅବସରରେ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର କମିଶନର ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର