ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟ ତଦାରଖ କଲେ 5T ସଚିବ

The Sakala Picture
Published On

ପୁରୀ: ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ତଦାରଖ କରିଛନ୍ତି । ପ୍ରକଳ୍ପ ନିର୍ମାଣ ସ୍ଥଳ ବୁଲି ଦେଖିବା ସହ ସମୀକ୍ଷା ମଧ୍ୟ କରିଛନ୍ତି ସଚିବ। ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରମୁଖ ପ୍ରକଳ୍ପ ହୋଇଥିବା ବେଳେ, କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କ ସହ ଆଲୋଚନା […]

ପୁରୀ: ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ତଦାରଖ କରିଛନ୍ତି । ପ୍ରକଳ୍ପ ନିର୍ମାଣ ସ୍ଥଳ ବୁଲି ଦେଖିବା ସହ ସମୀକ୍ଷା ମଧ୍ୟ କରିଛନ୍ତି ସଚିବ। ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରମୁଖ ପ୍ରକଳ୍ପ ହୋଇଥିବା ବେଳେ, କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଜାରି ରହିଥିବା ଡ୍ରେନ ଓ ରାସ୍ତା ଆଦିର ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ଭୁବନେଶ୍ବର ଫେରିଛନ୍ତି 5T ସଚିବ ।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

26 Nov 2022 By The Sakala

ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟ ତଦାରଖ କଲେ 5T ସଚିବ

ପୁରୀ: ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ତଦାରଖ କରିଛନ୍ତି । ପ୍ରକଳ୍ପ ନିର୍ମାଣ ସ୍ଥଳ ବୁଲି ଦେଖିବା ସହ ସମୀକ୍ଷା ମଧ୍ୟ କରିଛନ୍ତି ସଚିବ। ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରମୁଖ ପ୍ରକଳ୍ପ ହୋଇଥିବା ବେଳେ, କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଜାରି ରହିଥିବା ଡ୍ରେନ ଓ ରାସ୍ତା ଆଦିର ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ଭୁବନେଶ୍ବର ଫେରିଛନ୍ତି 5T ସଚିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର