ଶିଖରଚଣ୍ଡୀ ମନ୍ଦିରର ରୂପାନ୍ତରଣ କାର୍ଯ୍ଯର ସମୀକ୍ଷା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ୍

The Sakala Picture
Published On

ଭୁବନେଶ୍ୱର: ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଆଜି ଭୋର ସାଢେ ୫ଟାରେ ମନ୍ଦିର ପରିଦର୍ଶନ କରି ବିକାଶ ସ୍ଥିତି ସମୀକ୍ଷା କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍। ମାଆଙ୍କୁ ଦର୍ଶନ କରିବା ସହ ମନ୍ଦିରର ବିକାଶ ନେଇ ଆଲୋଚନା କରିଛନ୍ତି। ଏହାପରେ ହିଲଟପରେ ଥିବା ହନୁମାନ ମନ୍ଦିର ମଧ୍ୟ ପରିଦର୍ଶନ କରିଥିଲେ। ସେ ସ୍ଥାନକୁ ମଧ୍ୟ କିପରି ସୁନ୍ଦର କରାଯାଇପାରିବ, ସେଥିପାଇଁ ହୋଇଛି ଆଲୋଚନା । ପରବର୍ତ୍ତୀ ସମୟରେ ପାଇକରାପୁରରେ […]

ଭୁବନେଶ୍ୱର: ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଆଜି ଭୋର ସାଢେ ୫ଟାରେ ମନ୍ଦିର ପରିଦର୍ଶନ କରି ବିକାଶ ସ୍ଥିତି ସମୀକ୍ଷା କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍। ମାଆଙ୍କୁ ଦର୍ଶନ କରିବା ସହ ମନ୍ଦିରର ବିକାଶ ନେଇ ଆଲୋଚନା କରିଛନ୍ତି। ଏହାପରେ ହିଲଟପରେ ଥିବା ହନୁମାନ ମନ୍ଦିର ମଧ୍ୟ ପରିଦର୍ଶନ କରିଥିଲେ। ସେ ସ୍ଥାନକୁ ମଧ୍ୟ କିପରି ସୁନ୍ଦର କରାଯାଇପାରିବ, ସେଥିପାଇଁ ହୋଇଛି ଆଲୋଚନା ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ପରବର୍ତ୍ତୀ ସମୟରେ ପାଇକରାପୁରରେ ପ୍ରସ୍ତାବିତ ସ୍ପୋର୍ଟ୍ସ ସିଟିର କାମର ସମୀକ୍ଷା କରିଥିଲେ ୫ଟି ସଚିବ। ସେହିପରି ଜଟଣୀ ଅଲକର ଗସ୍ତ କରିଥିଲେ ୫ଟି ସଚିବ । ତାଙ୍କ ସହ ବିଡିଏ ଉପାଧ୍ୟକ୍ଷ, ବିଏମସି କମିଶନର, ଖୋର୍ଦ୍ଧା ଜିଲ୍ଲାପାଳ, ଉପଜିଲ୍ଲାପାଳ, ଭୁବନେଶ୍ବର ତହସିଲଦାର ଓ ଚନ୍ଦକା ଡିଏଫଓ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

14 Nov 2022 By The Sakala

ଶିଖରଚଣ୍ଡୀ ମନ୍ଦିରର ରୂପାନ୍ତରଣ କାର୍ଯ୍ଯର ସମୀକ୍ଷା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ୍

ଭୁବନେଶ୍ୱର: ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଆଜି ଭୋର ସାଢେ ୫ଟାରେ ମନ୍ଦିର ପରିଦର୍ଶନ କରି ବିକାଶ ସ୍ଥିତି ସମୀକ୍ଷା କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍। ମାଆଙ୍କୁ ଦର୍ଶନ କରିବା ସହ ମନ୍ଦିରର ବିକାଶ ନେଇ ଆଲୋଚନା କରିଛନ୍ତି। ଏହାପରେ ହିଲଟପରେ ଥିବା ହନୁମାନ ମନ୍ଦିର ମଧ୍ୟ ପରିଦର୍ଶନ କରିଥିଲେ। ସେ ସ୍ଥାନକୁ ମଧ୍ୟ କିପରି ସୁନ୍ଦର କରାଯାଇପାରିବ, ସେଥିପାଇଁ ହୋଇଛି ଆଲୋଚନା ।

ପରବର୍ତ୍ତୀ ସମୟରେ ପାଇକରାପୁରରେ ପ୍ରସ୍ତାବିତ ସ୍ପୋର୍ଟ୍ସ ସିଟିର କାମର ସମୀକ୍ଷା କରିଥିଲେ ୫ଟି ସଚିବ। ସେହିପରି ଜଟଣୀ ଅଲକର ଗସ୍ତ କରିଥିଲେ ୫ଟି ସଚିବ । ତାଙ୍କ ସହ ବିଡିଏ ଉପାଧ୍ୟକ୍ଷ, ବିଏମସି କମିଶନର, ଖୋର୍ଦ୍ଧା ଜିଲ୍ଲାପାଳ, ଉପଜିଲ୍ଲାପାଳ, ଭୁବନେଶ୍ବର ତହସିଲଦାର ଓ ଚନ୍ଦକା ଡିଏଫଓ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର