ପୁରୀ ଯାଇ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ୫ଟି ସଚିବ ଭିକେ ପାଣ୍ଡିଆନ

The Sakala Picture
Published On

ପୁରୀ: ପୁରୀ ଗସ୍ତରେ ଯାଇ ଐତିହ୍ୟ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଥିଲେ । ଶ୍ରୀମନ୍ଦିର ଚତୁର୍ପାଶ୍ୱ ସମେତ, ଦୋଳବେଦୀ କୋଣ, ବାନାମ୍ବର ଛକ, ଶନିମନ୍ଦିର ଛକ, କୃଷ୍ଣ ସିନେମା ହଲ ନିକଟ, ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟ ଆଦି ସମୀକ୍ଷା କରିଥିଲେ । ସମୀକ୍ଷା ସମୟରେ ପୁରୀ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ […]

ପୁରୀ: ପୁରୀ ଗସ୍ତରେ ଯାଇ ଐତିହ୍ୟ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଥିଲେ । ଶ୍ରୀମନ୍ଦିର ଚତୁର୍ପାଶ୍ୱ ସମେତ, ଦୋଳବେଦୀ କୋଣ, ବାନାମ୍ବର ଛକ, ଶନିମନ୍ଦିର ଛକ, କୃଷ୍ଣ ସିନେମା ହଲ ନିକଟ, ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟ ଆଦି ସମୀକ୍ଷା କରିଥିଲେ । ସମୀକ୍ଷା ସମୟରେ ପୁରୀ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ ସହ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

ଦ୍ରୁତ ଗତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ବିଭିନ୍ନ ସମୟରେ ପୁରୀ ଆସି ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥାନ୍ତି ୫ଟି ସଚିବ। ଆଜି ଭୋରରୁ ୫ଟି ସଚିବ ପୁରୀ ରେ ପହଞ୍ଚି ସମ୍ପୂର୍ଣ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିବା ସହ ଖୁବ ଶୀଘ୍ର କାର୍ଯ୍ୟ ଶେଷ କରିବା ଲାଗି ନିର୍ମାଣଧୀନ ସଂସ୍ଥା ଅଧିକାରୀ ଙ୍କୁ ନିର୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

06 Oct 2023 By The Sakala

ପୁରୀ ଯାଇ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ୫ଟି ସଚିବ ଭିକେ ପାଣ୍ଡିଆନ

ପୁରୀ: ପୁରୀ ଗସ୍ତରେ ଯାଇ ଐତିହ୍ୟ ସହରର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଥିଲେ । ଶ୍ରୀମନ୍ଦିର ଚତୁର୍ପାଶ୍ୱ ସମେତ, ଦୋଳବେଦୀ କୋଣ, ବାନାମ୍ବର ଛକ, ଶନିମନ୍ଦିର ଛକ, କୃଷ୍ଣ ସିନେମା ହଲ ନିକଟ, ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟ ଆଦି ସମୀକ୍ଷା କରିଥିଲେ । ସମୀକ୍ଷା ସମୟରେ ପୁରୀ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ ସହ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଦ୍ରୁତ ଗତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ବିଭିନ୍ନ ସମୟରେ ପୁରୀ ଆସି ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥାନ୍ତି ୫ଟି ସଚିବ। ଆଜି ଭୋରରୁ ୫ଟି ସଚିବ ପୁରୀ ରେ ପହଞ୍ଚି ସମ୍ପୂର୍ଣ ନିର୍ମାଣ କାର୍ଯ୍ୟ ସମୀକ୍ଷା କରିବା ସହ ଖୁବ ଶୀଘ୍ର କାର୍ଯ୍ୟ ଶେଷ କରିବା ଲାଗି ନିର୍ମାଣଧୀନ ସଂସ୍ଥା ଅଧିକାରୀ ଙ୍କୁ ନିର୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର