କାଲିଠୁ ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ 5T ସଚିବ; ଗ୍ରାଉଣ୍ଡରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର କରିବେ ସମୀକ୍ଷା

The Sakala Picture
Published On

କଳାହାଣ୍ଡି: କାଲିଠୁ ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ 5T ସଚିବ ଭିକେ ପାଣ୍ଡିଆନ । କଳାହାଣ୍ଡିର ବିକାଶ ତଥା ପ୍ରଗତି ପଥେ କଣ ରହିଛି ସମସ୍ୟା । କ’ଣ ରହିଛି ଲୋକଙ୍କ ଅସୁବିଧା । ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଯାଇ ଗ୍ରାଉଣ୍ଡରେ ବିକାଶର ଅନୁଧ୍ୟାନ କରିବା ସହ ଲୋକଙ୍କ ସହିତ ଆଲୋଚନା କରି ସମସ୍ୟାର ସମାଧାନ କରିବେ 5T ସଚିବ । ୧୩ଟି ବ୍ଲକରେ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ । […]

କଳାହାଣ୍ଡି: କାଲିଠୁ ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ 5T ସଚିବ ଭିକେ ପାଣ୍ଡିଆନ । କଳାହାଣ୍ଡିର ବିକାଶ ତଥା ପ୍ରଗତି ପଥେ କଣ ରହିଛି ସମସ୍ୟା । କ’ଣ ରହିଛି ଲୋକଙ୍କ ଅସୁବିଧା । ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଯାଇ ଗ୍ରାଉଣ୍ଡରେ ବିକାଶର ଅନୁଧ୍ୟାନ କରିବା ସହ ଲୋକଙ୍କ ସହିତ ଆଲୋଚନା କରି ସମସ୍ୟାର ସମାଧାନ କରିବେ 5T ସଚିବ ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

୧୩ଟି ବ୍ଲକରେ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ । ବିଭିନ୍ନ ଧାର୍ମିକ ପୀଠର ଉନ୍ନତିକରଣ ସହିତ ଖେଳ ପଡ଼ିଆ, ରାସ୍ତା, ଜଳସେଚନ ପ୍ରକଳ୍ପ, ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ କରିବେ 5T ସଚିବ । ଏହି ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

18 May 2023 By The Sakala

କାଲିଠୁ ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ 5T ସଚିବ; ଗ୍ରାଉଣ୍ଡରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର କରିବେ ସମୀକ୍ଷା

କଳାହାଣ୍ଡି: କାଲିଠୁ ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ 5T ସଚିବ ଭିକେ ପାଣ୍ଡିଆନ । କଳାହାଣ୍ଡିର ବିକାଶ ତଥା ପ୍ରଗତି ପଥେ କଣ ରହିଛି ସମସ୍ୟା । କ’ଣ ରହିଛି ଲୋକଙ୍କ ଅସୁବିଧା । ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଯାଇ ଗ୍ରାଉଣ୍ଡରେ ବିକାଶର ଅନୁଧ୍ୟାନ କରିବା ସହ ଲୋକଙ୍କ ସହିତ ଆଲୋଚନା କରି ସମସ୍ୟାର ସମାଧାନ କରିବେ 5T ସଚିବ ।

୧୩ଟି ବ୍ଲକରେ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ । ବିଭିନ୍ନ ଧାର୍ମିକ ପୀଠର ଉନ୍ନତିକରଣ ସହିତ ଖେଳ ପଡ଼ିଆ, ରାସ୍ତା, ଜଳସେଚନ ପ୍ରକଳ୍ପ, ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ କରିବେ 5T ସଚିବ । ଏହି ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର