ଲକଡାଉନରେ ବୁଲା କୁକୁର ଓ ଗାଈଗୋରୁଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ

The Sakala Picture
Published On

ମହାମାରୀ କରୋନା ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବା ପାଇଁ ରାଜ୍ୟରେ ଲକ୍‌ଡାଉନ୍ ଘୋଷଣା କରାଯାଇଛି । ଏହି ଲକ୍‌ଡାଉନ୍ ସମୟରେ ରାଜ୍ୟରେ ବୁଲୁଥିବା ବୁଲା କୁକୁର ଓ ଗାଈଗୋରୁମାନେ ଖାଦ୍ୟ ପାଇଁ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିବେ । ଏହାକୁ ନଜରରେ ରଖି ବୁଲା କୁକୁର ଓ ଗାଈଗୋରୁଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ମଂଜୁର କରାଯାଇଛି । ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲଟି ଓ ୬୧ଟି ଏନ୍ଏସି ପାଇଁ […]

ମହାମାରୀ କରୋନା ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବା ପାଇଁ ରାଜ୍ୟରେ ଲକ୍‌ଡାଉନ୍ ଘୋଷଣା କରାଯାଇଛି । ଏହି ଲକ୍‌ଡାଉନ୍ ସମୟରେ ରାଜ୍ୟରେ ବୁଲୁଥିବା ବୁଲା କୁକୁର ଓ ଗାଈଗୋରୁମାନେ ଖାଦ୍ୟ ପାଇଁ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିବେ । ଏହାକୁ ନଜରରେ ରଖି ବୁଲା କୁକୁର ଓ ଗାଈଗୋରୁଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ମଂଜୁର କରାଯାଇଛି । ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲଟି ଓ ୬୧ଟି ଏନ୍ଏସି ପାଇଁ ଷାଠିଏ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ପ୍ରଦାନ କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନଙ୍କ ଜରିଆରେ ବୁଲା ପ୍ରାଣୀ ଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ , ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶ ହଜାର ଟଙ୍କା , ମ୍ୟୁନିସିପାଲଟିଗୁଡ଼ିକ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସିଗୁଡ଼ିକ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

09 May 2021 By The Sakala

ଲକଡାଉନରେ ବୁଲା କୁକୁର ଓ ଗାଈଗୋରୁଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ

ମହାମାରୀ କରୋନା ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବା ପାଇଁ ରାଜ୍ୟରେ ଲକ୍‌ଡାଉନ୍ ଘୋଷଣା କରାଯାଇଛି । ଏହି ଲକ୍‌ଡାଉନ୍ ସମୟରେ ରାଜ୍ୟରେ ବୁଲୁଥିବା ବୁଲା କୁକୁର ଓ ଗାଈଗୋରୁମାନେ ଖାଦ୍ୟ ପାଇଁ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିବେ । ଏହାକୁ ନଜରରେ ରଖି ବୁଲା କୁକୁର ଓ ଗାଈଗୋରୁଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ମଂଜୁର କରାଯାଇଛି । ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲଟି ଓ ୬୧ଟି ଏନ୍ଏସି ପାଇଁ ଷାଠିଏ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ପ୍ରଦାନ କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନଙ୍କ ଜରିଆରେ ବୁଲା ପ୍ରାଣୀ ଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ , ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶ ହଜାର ଟଙ୍କା , ମ୍ୟୁନିସିପାଲଟିଗୁଡ଼ିକ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସିଗୁଡ଼ିକ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

https://www.thesakala.in/latest-odisha-news/60-lakh-approved-for-stray-animal-from-cm-relief-fund/article-2063
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର