ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ପଜିଟିଭ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ସଂକ୍ରମିତ ରହିଛନ୍ତି।ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ […]

ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ସଂକ୍ରମିତ ରହିଛନ୍ତି।ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ବିନୋଦ ବେହେରାକୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଆଜି ଚିହ୍ନଟ ହୋଇଥିବା ୬୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୮୯, ୨୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୯, ୬୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨,୦୪୨,୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

26 Jun 2022 By The Sakala

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ସଂକ୍ରମିତ ରହିଛନ୍ତି।ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆଜି ଚିହ୍ନଟ ହୋଇଥିବା ୬୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୮୯, ୨୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୯, ୬୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨,୦୪୨,୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର