୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’, ହିନ୍ଦୀରେ ‘ସର୍ଦ୍ଦାର ଉଦ୍ଧମ’

The Sakala Picture
Published On

ନୂଆଦିଲ୍ଲୀ: ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପ୍ରତୀକ୍ଷା ବିବେଚିତ ହୋଇଥିବା ବେଳେ ସର୍ଦ୍ଦାର ଉଦ୍ଧମକୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ବିବେଚିତ କରାଯାଇଛି। ପୁଷ୍ପା ପାଇଁ ଦେବୀ ଶ୍ରୀପ୍ରସାଦଙ୍କୁ ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶକ ପୁରସ୍କାର ମିଳିଛି। ଶ୍ରେଷ୍ଠ ଅଭିନେତା – ପୁଷ୍ପା ପାଇଁ ଅଲ୍ଲୁ ଅର୍ଜୁନ ଶ୍ରେଷ୍ଠ ଅଭିନେତ୍ରୀ – ଗଙ୍ଗୁବାଇ କାଥିଆୱାଡ଼ ପାଇଁ ଆଲିଆ ଭଟ୍ଟ ଶ୍ରେଷ୍ଠ କଣ୍ଠଶିଳ୍ପୀ- ଶ୍ରେୟା ଘୋଷାଲ ଓ କାଳ ଭୈରବ ଶ୍ରେଷ୍ଠ ନିର୍ଦ୍ଦେଶକ […]

ନୂଆଦିଲ୍ଲୀ: ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପ୍ରତୀକ୍ଷା ବିବେଚିତ ହୋଇଥିବା ବେଳେ ସର୍ଦ୍ଦାର ଉଦ୍ଧମକୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ବିବେଚିତ କରାଯାଇଛି। ପୁଷ୍ପା ପାଇଁ ଦେବୀ ଶ୍ରୀପ୍ରସାଦଙ୍କୁ ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶକ ପୁରସ୍କାର ମିଳିଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଶ୍ରେଷ୍ଠ ଅଭିନେତା – ପୁଷ୍ପା ପାଇଁ ଅଲ୍ଲୁ ଅର୍ଜୁନ

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ଶ୍ରେଷ୍ଠ ଅଭିନେତ୍ରୀ – ଗଙ୍ଗୁବାଇ କାଥିଆୱାଡ଼ ପାଇଁ ଆଲିଆ ଭଟ୍ଟ

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

ଶ୍ରେଷ୍ଠ କଣ୍ଠଶିଳ୍ପୀ- ଶ୍ରେୟା ଘୋଷାଲ ଓ କାଳ ଭୈରବ

ଶ୍ରେଷ୍ଠ ନିର୍ଦ୍ଦେଶକ – ମରାଠି ଫିଲ୍ମ ଗୋଦାବରୀ ପାଇଁ ନିଖିଲ ମହାଜନ

ଶ୍ରେଷ୍ଠ ସହ ଅଭିନେତା – ‘ମିମି’ ପାଇଁ ପଙ୍କଜ ତ୍ରିପାଠୀ

ଶ୍ରେଷ୍ଠ ସହ ଅଭିନେତ୍ରୀ- ‘କାଶ୍ମୀର ଫାଇଲ’ ପାଇଁ ପଲ୍ଲବୀ ଯୋଶୀ , ‘ମିମି’ ପାଇଁ କ୍ରିତି ସାନୋନ୍‌ ବି ଶ୍ରେଷ୍ଠ ଅଭିନେତ୍ରୀ ବିବେଚିତ

ସର୍ବାଧିକ ଲୋକପ୍ରିୟ ଚଳଚ୍ଚିତ୍ର- ‘RRR’

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର