ରାଜ୍ଯରେ ତଳ ମୁହାଁ କରୋନା ସଂକ୍ରମଣ ଗ୍ରାଫ: ୨୪ ଘଣ୍ଟାରେ ୨୪୮୭ ପଜିଟିଭ୍ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା  ସଂକ୍ରମିତଙ୍କ ସଂଖ୍ଯା । ତଳ ମୁହାଁ ହୋଇଛି କରୋନା ଗ୍ରାଫ । ଗତ ୨୪ ଘଣ୍ଟାରେ ୨୪୮୭ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୧୪୨୮ଟି ମାମଲା ଆସିଥିବା ବେଳେ ୧୦୫୯ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । କଟକରୁ ସର୍ବାଧିକ ୪୨୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୦୭ଟି ପଜିଟିଭ୍ କେସ୍ ଆସିଛି । ଅନୁଗୁଳରୁ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୭, ବରଗଡ଼ରୁ […]

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା  ସଂକ୍ରମିତଙ୍କ ସଂଖ୍ଯା । ତଳ ମୁହାଁ ହୋଇଛି କରୋନା ଗ୍ରାଫ । ଗତ ୨୪ ଘଣ୍ଟାରେ ୨୪୮୭ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୧୪୨୮ଟି ମାମଲା ଆସିଥିବା ବେଳେ ୧୦୫୯ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । କଟକରୁ ସର୍ବାଧିକ ୪୨୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୦୭ଟି ପଜିଟିଭ୍ କେସ୍ ଆସିଛି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

ଅନୁଗୁଳରୁ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୭, ବରଗଡ଼ରୁ ୨୨, ଭଦ୍ରକରୁ ୧୧୩, ବଲାଙ୍ଗିରରୁ ୧୬, ବୌଦ୍ଧରୁ ୧୨, ଦେବଗଡ଼ରୁ ୯, ଢେଙ୍କାନାଳରୁ ୫୯, ଗଜପତିରୁ ୧୧, ଗଞ୍ଜାମରୁ ୧୪, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୨୦୨, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝରରୁ ୬୮, କୋରାପୁଟରୁ ୫୨, ମାଲକାନଗିରିରୁ ୫୪, ମୟୂରଭଞ୍ଜରୁ ୧୦୩, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୮୦, ନୂଆପଡ଼ାରୁ ୫, ପୁରୀରୁ ୧୫୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୨୬, ସୋନପୁରରୁ ୨୬, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଗୋ ତସ୍କର ଓ ଗଞ୍ଜେଇ ମାଫିଆ ନେଇ ମୟୂରଭଞ୍ଜର ୩ଟି ସ୍ଥାନରେ ଚଢାଉ

ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬କୁ ବୃଦ୍ଧି ପାଇଛି । ୨୮ ହଜାର ୭୩୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୮ ଲକ୍ଷ ୯୪ ହଜାର ୧୦୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବାରିପଦା-ରାଇରଙ୍ଗପୁରରେ ବ୍ୟାପକ ସୁରକ୍ଷା ପ୍ରସ୍ତୁତି, ମୁତୟନ ହେବେ ୧୫୦ ପ୍ଲାଟୁନରୁ ଅଧିକ ଫୋର୍ସ

06 Jul 2021 By The Sakala

ରାଜ୍ଯରେ ତଳ ମୁହାଁ କରୋନା ସଂକ୍ରମଣ ଗ୍ରାଫ: ୨୪ ଘଣ୍ଟାରେ ୨୪୮୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା  ସଂକ୍ରମିତଙ୍କ ସଂଖ୍ଯା । ତଳ ମୁହାଁ ହୋଇଛି କରୋନା ଗ୍ରାଫ । ଗତ ୨୪ ଘଣ୍ଟାରେ ୨୪୮୭ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୧୪୨୮ଟି ମାମଲା ଆସିଥିବା ବେଳେ ୧୦୫୯ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । କଟକରୁ ସର୍ବାଧିକ ୪୨୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୦୭ଟି ପଜିଟିଭ୍ କେସ୍ ଆସିଛି ।

ଅନୁଗୁଳରୁ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୭, ବରଗଡ଼ରୁ ୨୨, ଭଦ୍ରକରୁ ୧୧୩, ବଲାଙ୍ଗିରରୁ ୧୬, ବୌଦ୍ଧରୁ ୧୨, ଦେବଗଡ଼ରୁ ୯, ଢେଙ୍କାନାଳରୁ ୫୯, ଗଜପତିରୁ ୧୧, ଗଞ୍ଜାମରୁ ୧୪, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୨୦୨, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝରରୁ ୬୮, କୋରାପୁଟରୁ ୫୨, ମାଲକାନଗିରିରୁ ୫୪, ମୟୂରଭଞ୍ଜରୁ ୧୦୩, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୮୦, ନୂଆପଡ଼ାରୁ ୫, ପୁରୀରୁ ୧୫୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୨୬, ସୋନପୁରରୁ ୨୬, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬କୁ ବୃଦ୍ଧି ପାଇଛି । ୨୮ ହଜାର ୭୩୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୮ ଲକ୍ଷ ୯୪ ହଜାର ୧୦୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର