ରାଜ୍ୟରୁ ଆଉ ୭ ଜୀବନ ନେଲା ମହାମାରୀ କରୋନା, ୧୯୬୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଭୟଙ୍କର ହେଉଛି କିଲର କରୋନା ଭାଇରସ୍‌। ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର […]

ଭୁବନେଶ୍ବର : ରାଜ୍ୟରେ ଭୟଙ୍କର ହେଉଛି କିଲର କରୋନା ଭାଇରସ୍‌। ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଆଜି ମୃତ୍ୟୁ ବରଣ କରିଥିବା ୭ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧୯ଶହ ୬୫କୁ ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର