ଓଡ଼ିଶା ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ; ମହାତ୍ମା ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କଲେ ନୂଆ ରାଜ୍ୟପାଳ

The Sakala Picture
Published On

ଭୁବେନଶ୍ବର: ଆଜି ଓଡ଼ିଶା ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଇଁ ସୁରକ୍ଷା ବଳୟରେ ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗ । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି । ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଏଥର ରାଜ୍ୟସ୍ତରୀୟ ପରେଡରେ ଭାଗ ନେଉଛନ୍ତି ୪୩ କଣ୍ଟିଜେଣ୍ଟ । ଡେୟାର ଡେଭିଲ, ସ୍କେଟିଂରେ ଦର୍ଶକ ଦେଖିବେ ଶିବ ତାଣ୍ଡବ । ଚଳିତ ଥର […]

ଭୁବେନଶ୍ବର: ଆଜି ଓଡ଼ିଶା ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଇଁ ସୁରକ୍ଷା ବଳୟରେ ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗ । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି । ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଏଥର ରାଜ୍ୟସ୍ତରୀୟ ପରେଡରେ ଭାଗ ନେଉଛନ୍ତି ୪୩ କଣ୍ଟିଜେଣ୍ଟ । ଡେୟାର ଡେଭିଲ, ସ୍କେଟିଂରେ ଦର୍ଶକ ଦେଖିବେ ଶିବ ତାଣ୍ଡବ ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ଚଳିତ ଥର ପରେଡରେ ନେତୃତ୍ୱ ନେଇଛନ୍ତି ଯୁବ IPS ଭୋଷଲେ ଶୁଭମ ସଞ୍ଜୟ । ଝାଡଖଣ୍ଡ ପୋଲିସ ମଧ୍ୟ ପରେଡରେ ସାମିଲ ହୋଇଛି । ୧୨୦ ବାଟାଲିୟନ, ବିଏସଏଫ, ଆଇଟିବିପି, ସିଆରପିଏଫ, ସିଆରପିଏଫ ବ୍ୟାଣ୍ଡ, ଭୁବନେଶ୍ୱର ଏସଏସବିଏନ, ଏସଓଜି ଚନ୍ଦକା, ଝାଡ଼ଖଣ୍ଡ ପୋଲିସ, ଓଆଇଏସଫ, ଆମର୍ଡ ପୋଲିସ, କମିଶନରେଟ ଟ୍ରାଫିକ ପୋଲିସ, କଟକ ଓଏସଏଫ , ଓଡ୍ରାଫ, ଓଆଇଏସଫ, ଫାୟାର, ହୋମଗାର୍ଡ, ଛାତ୍ରଛାତ୍ରୀ ବି ଦେଖାଇବେ ପରେଡ୍ । ମହର୍ଷି ଡେୟାର ଡେଭିଲସ ଦୁଃସାହିସିକ ବାଇକ ସୋ ଜଲୱା ଦେଖାଇବେ । ଏହାସହ ଓଡିଶା ସ୍ ସେକ୍ଟିଂ ଏକାଡେମୀର ଛାତ୍ରଛାତ୍ରୀ ଦେଶାତ୍ମକ ସଙ୍ଗୀତରେ ନୃତ୍ୟ ପରିବେଷଣ କରିବେ । ରାୟଗଡାର ଢେମସା, କେନ୍ଦୁଝରର ଆଦିବାସୀ ନୃତ୍ୟ, ଘୋଡ଼ନାଚ ସହ ଆରିୟନ ରୋୟାଲ ସ୍କେଟିଂ ସ୍ପୋର୍ଟସ ଏକାଡେ଼ମୀ ଛାତ୍ରଛାତ୍ରୀଙ୍କ ପରିବେଷଣ କରିବେ ଶିବ ତାଣ୍ଡବ ଓ ଅଘୋରୀ ନୃତ୍ୟ । ପରେ ପ୍ରଜ୍ଞାପନ ମେଢ଼ ନିଜ କଳା କୌଶଳ ପ୍ରଦର୍ଶନ କରିବେ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

26 Jan 2025 By The Sakala

ଓଡ଼ିଶା ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ; ମହାତ୍ମା ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କଲେ ନୂଆ ରାଜ୍ୟପାଳ

ଭୁବେନଶ୍ବର: ଆଜି ଓଡ଼ିଶା ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଇଁ ସୁରକ୍ଷା ବଳୟରେ ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗ । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି । ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଏଥର ରାଜ୍ୟସ୍ତରୀୟ ପରେଡରେ ଭାଗ ନେଉଛନ୍ତି ୪୩ କଣ୍ଟିଜେଣ୍ଟ । ଡେୟାର ଡେଭିଲ, ସ୍କେଟିଂରେ ଦର୍ଶକ ଦେଖିବେ ଶିବ ତାଣ୍ଡବ ।

ଚଳିତ ଥର ପରେଡରେ ନେତୃତ୍ୱ ନେଇଛନ୍ତି ଯୁବ IPS ଭୋଷଲେ ଶୁଭମ ସଞ୍ଜୟ । ଝାଡଖଣ୍ଡ ପୋଲିସ ମଧ୍ୟ ପରେଡରେ ସାମିଲ ହୋଇଛି । ୧୨୦ ବାଟାଲିୟନ, ବିଏସଏଫ, ଆଇଟିବିପି, ସିଆରପିଏଫ, ସିଆରପିଏଫ ବ୍ୟାଣ୍ଡ, ଭୁବନେଶ୍ୱର ଏସଏସବିଏନ, ଏସଓଜି ଚନ୍ଦକା, ଝାଡ଼ଖଣ୍ଡ ପୋଲିସ, ଓଆଇଏସଫ, ଆମର୍ଡ ପୋଲିସ, କମିଶନରେଟ ଟ୍ରାଫିକ ପୋଲିସ, କଟକ ଓଏସଏଫ , ଓଡ୍ରାଫ, ଓଆଇଏସଫ, ଫାୟାର, ହୋମଗାର୍ଡ, ଛାତ୍ରଛାତ୍ରୀ ବି ଦେଖାଇବେ ପରେଡ୍ । ମହର୍ଷି ଡେୟାର ଡେଭିଲସ ଦୁଃସାହିସିକ ବାଇକ ସୋ ଜଲୱା ଦେଖାଇବେ । ଏହାସହ ଓଡିଶା ସ୍ ସେକ୍ଟିଂ ଏକାଡେମୀର ଛାତ୍ରଛାତ୍ରୀ ଦେଶାତ୍ମକ ସଙ୍ଗୀତରେ ନୃତ୍ୟ ପରିବେଷଣ କରିବେ । ରାୟଗଡାର ଢେମସା, କେନ୍ଦୁଝରର ଆଦିବାସୀ ନୃତ୍ୟ, ଘୋଡ଼ନାଚ ସହ ଆରିୟନ ରୋୟାଲ ସ୍କେଟିଂ ସ୍ପୋର୍ଟସ ଏକାଡେ଼ମୀ ଛାତ୍ରଛାତ୍ରୀଙ୍କ ପରିବେଷଣ କରିବେ ଶିବ ତାଣ୍ଡବ ଓ ଅଘୋରୀ ନୃତ୍ୟ । ପରେ ପ୍ରଜ୍ଞାପନ ମେଢ଼ ନିଜ କଳା କୌଶଳ ପ୍ରଦର୍ଶନ କରିବେ ।

https://www.thesakala.in/latest-odisha-news/76th-republic-day-celebration-in-odisha/article-38244
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର