ରାଜ୍ୟରେ ବେକାବୁ ହେଉଛି ମହାମାରୀ : ୨୪ ଘଣ୍ଟାରେ ୭୯୧ ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି ମହାମାରୀ କରୋନା। ଗତ କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବା ବେଳେ ଆଜି ତାହା ହଠାତ୍ ଲମ୍ବ ଡିଆଁ ମାରି ୮୦୦ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ୭୯୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୫୯ ଓ ସ୍ଥାନୀୟ ଅଞ୍ଚଳରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଚିହ୍ନଟ ୭୯୧ […]

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି ମହାମାରୀ କରୋନା। ଗତ କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବା ବେଳେ ଆଜି ତାହା ହଠାତ୍ ଲମ୍ବ ଡିଆଁ ମାରି ୮୦୦ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ୭୯୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୫୯ ଓ ସ୍ଥାନୀୟ ଅଞ୍ଚଳରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତା ୩୦ରୁ ରାଜ୍ୟରେ SIR: କାର୍ଯ୍ୟକ୍ରମର ସୁପରିଚାଳନା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

ରାଜ୍ୟରୁ ଚିହ୍ନଟ ୭୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ସୁନ୍ଦରଗଡ଼ରୁ ସର୍ବାଧିକ ୧୪୭, ଖୋର୍ଦ୍ଧାରୁ ୧୧୮ କୋଭିଡ ପଜିଟିଭ୍‌, ବରଗଡ଼ରୁ ୪୮, କଟକରୁ ୪୬, ସମ୍ବଲପୁରରୁ ୪୫, ପୁରୀରୁ ୪୩, କେନ୍ଦୁଝରରୁ ୩୯, କଳାହାଣ୍ଡିରୁ ୩୮, ଝାରସୁଗୁଡ଼ା ଓ ନୂଆପଡ଼ାରୁ ୩୧, ଷ୍ଟେଟପୁଲରୁ ୨୭ ଜଣ  କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଥାନା ଭିତରେ ପୁଲିସ୍‌ର ଥାର୍ଡ ଡିଗ୍ରୀ: ମହିଳାଙ୍କୁ ଅର୍ଦ୍ଧ ଉଲଗ୍ନ କରି ମାଡ଼, ପୁଅକୁ ପାଇଖାନା ଭିତରେ ପୂରାଇ...

ସେହିପରି ଅନୁଗୁଳରୁ ୧୭ଜଣ, ବାଲେଶ୍ୱରରୁ ୬ଜଣ,  ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ,  କନ୍ଧମାଳ ଜିଲ୍ଲ୨ରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ,କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, , ରାୟଗଡ଼ା ଜିଲ୍ଲାରୁ ୧୪ଜଣ,  ସୋନପୁର ଜିଲ୍ଲାରୁ ୭ଜଣ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ବନ୍ୟପ୍ରାଣୀ ସଂପଦ ରକ୍ଷଣାବେକ୍ଷଣରେ ରାଜ୍ୟ ସରକାର ସଂପୂର୍ଣ୍ଣ ବିଫଳ: ବିଜେଡି

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୫୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

07 Apr 2021 By The Sakala

ରାଜ୍ୟରେ ବେକାବୁ ହେଉଛି ମହାମାରୀ : ୨୪ ଘଣ୍ଟାରେ ୭୯୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି ମହାମାରୀ କରୋନା। ଗତ କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବା ବେଳେ ଆଜି ତାହା ହଠାତ୍ ଲମ୍ବ ଡିଆଁ ମାରି ୮୦୦ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ୭୯୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୫୯ ଓ ସ୍ଥାନୀୟ ଅଞ୍ଚଳରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରୁ ଚିହ୍ନଟ ୭୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ସୁନ୍ଦରଗଡ଼ରୁ ସର୍ବାଧିକ ୧୪୭, ଖୋର୍ଦ୍ଧାରୁ ୧୧୮ କୋଭିଡ ପଜିଟିଭ୍‌, ବରଗଡ଼ରୁ ୪୮, କଟକରୁ ୪୬, ସମ୍ବଲପୁରରୁ ୪୫, ପୁରୀରୁ ୪୩, କେନ୍ଦୁଝରରୁ ୩୯, କଳାହାଣ୍ଡିରୁ ୩୮, ଝାରସୁଗୁଡ଼ା ଓ ନୂଆପଡ଼ାରୁ ୩୧, ଷ୍ଟେଟପୁଲରୁ ୨୭ ଜଣ  କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୁଳରୁ ୧୭ଜଣ, ବାଲେଶ୍ୱରରୁ ୬ଜଣ,  ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ,  କନ୍ଧମାଳ ଜିଲ୍ଲ୨ରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ,କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, , ରାୟଗଡ଼ା ଜିଲ୍ଲାରୁ ୧୪ଜଣ,  ସୋନପୁର ଜିଲ୍ଲାରୁ ୭ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୫୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର