ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଝିଆରୀ ସମେତ ୮ ଗିରଫ

Madhusudan Das Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ଗୋପାଳପୁରର ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ କରିଛି ପୋଲିସ । ସୁଧୀର ପାତ୍ର ହତ୍ୟାକାଣ୍ଡ ମାଷ୍ଟରମାଇଣ୍ଡ ଥିଲା ନିଜ ଝିଆରୀ । ଯେଉଁ ହତ୍ୟାକାଣ୍ଡକୁ ନେଇ ସାରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଥିଲା, ତା' ପଛରେ ରହିଥିଲା ସମ୍ପୂର୍ଣ୍ଣ ପାରିବାରିକ ଷଡ଼ଯନ୍ତ୍ର। ହତ୍ୟାକାଣ୍ଡରେ ପୁତୁରା ଓ ଝିଆରୀଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି ପୋଲିସ । ତଦନ୍ତରୁ ଜଣାପଡ଼ିଛି ଯେ, ମୃତକଙ୍କ ଝିଆରୀ ନିବେଦିତା ପାତ୍ର ନିଜ ବୟଫ୍ରେଣ୍ଡ କାଳୁ ପ୍ରଧାନ ସହ ମିଶି ସୁଧୀରଙ୍କୁ ହତ୍ୟା କରିବା ପାଇଁ ପୂରା ପ୍ଲାନିଂ କରିଥିଲା। ଏଥିରେ ନିବେଦିତାଙ୍କ ଭାଇ ତୁଷାର ପାତ୍ର ମଧ୍ୟ ସାମିଲ ଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

ହତ୍ୟା ଘଟଣାରେ ସୁଧୀରଙ୍କ ସମ୍ପର୍କୀୟ ତଥା ସତ୍ୟନାରାୟଣପୁର ଗ୍ରାମର ତୁଷାର କୁମାର ପାତ୍ର ଓ ତୁଷାରଙ୍କ ଭଉଣୀ ନିବେଦିତା ପାତ୍ର, ଆଶିଷ ମହାପାତ୍ର, ଗୋଳାବନ୍ଧର ନାରାୟଣ ପ୍ରଧାନ, ଗାଙ୍ଗପୁର ଥାନା କାଳିଆଗୁଡ଼ ଅଞ୍ଚଳର କାଳୁ ଚରଣ ପ୍ରଧାନ, ହିଂଜିଲିଥାନା ଅଞ୍ଚଳର ଶୁଭମ ନାୟକ, ଶୁଭମ ଗୌଡ଼ ଓ ଜିତୁନ୍ ପଳେଇ ଆଦି ୮ଜଣଙ୍କୁ ପୁଲିସ ଗିରଫ କରିଥିବା ବେଳେ ଏକାଧିକକୁ ଜେରା କରୁଥିବା ଜଣାପଡିଛି । ଗିରଫ ସଂଖ୍ୟା ଆହୁରି ବୃଦ୍ଧି ହେବ ବୋଲି ଜଣାପଡିଛି । 

ଆହୁରି ପଢ଼ନ୍ତୁ: ବିଜେଡିର କ୍ଷୋଭ: ଓଡ଼ିଶାର ସ୍ୱାର୍ଥ ବିରୋଧରେ ଭୋଟ ଦେଲେ ବିଜେପିର ୨୦ ସାଂସଦ

23 Apr 2026 By Madhusudan Das

ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଝିଆରୀ ସମେତ ୮ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ଗୋପାଳପୁରର ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ କରିଛି ପୋଲିସ । ସୁଧୀର ପାତ୍ର ହତ୍ୟାକାଣ୍ଡ ମାଷ୍ଟରମାଇଣ୍ଡ ଥିଲା ନିଜ ଝିଆରୀ । ଯେଉଁ ହତ୍ୟାକାଣ୍ଡକୁ ନେଇ ସାରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଥିଲା, ତା' ପଛରେ ରହିଥିଲା ସମ୍ପୂର୍ଣ୍ଣ ପାରିବାରିକ ଷଡ଼ଯନ୍ତ୍ର। ହତ୍ୟାକାଣ୍ଡରେ ପୁତୁରା ଓ ଝିଆରୀଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି ପୋଲିସ । ତଦନ୍ତରୁ ଜଣାପଡ଼ିଛି ଯେ, ମୃତକଙ୍କ ଝିଆରୀ ନିବେଦିତା ପାତ୍ର ନିଜ ବୟଫ୍ରେଣ୍ଡ କାଳୁ ପ୍ରଧାନ ସହ ମିଶି ସୁଧୀରଙ୍କୁ ହତ୍ୟା କରିବା ପାଇଁ ପୂରା ପ୍ଲାନିଂ କରିଥିଲା। ଏଥିରେ ନିବେଦିତାଙ୍କ ଭାଇ ତୁଷାର ପାତ୍ର ମଧ୍ୟ ସାମିଲ ଥିଲେ।

ହତ୍ୟା ଘଟଣାରେ ସୁଧୀରଙ୍କ ସମ୍ପର୍କୀୟ ତଥା ସତ୍ୟନାରାୟଣପୁର ଗ୍ରାମର ତୁଷାର କୁମାର ପାତ୍ର ଓ ତୁଷାରଙ୍କ ଭଉଣୀ ନିବେଦିତା ପାତ୍ର, ଆଶିଷ ମହାପାତ୍ର, ଗୋଳାବନ୍ଧର ନାରାୟଣ ପ୍ରଧାନ, ଗାଙ୍ଗପୁର ଥାନା କାଳିଆଗୁଡ଼ ଅଞ୍ଚଳର କାଳୁ ଚରଣ ପ୍ରଧାନ, ହିଂଜିଲିଥାନା ଅଞ୍ଚଳର ଶୁଭମ ନାୟକ, ଶୁଭମ ଗୌଡ଼ ଓ ଜିତୁନ୍ ପଳେଇ ଆଦି ୮ଜଣଙ୍କୁ ପୁଲିସ ଗିରଫ କରିଥିବା ବେଳେ ଏକାଧିକକୁ ଜେରା କରୁଥିବା ଜଣାପଡିଛି । ଗିରଫ ସଂଖ୍ୟା ଆହୁରି ବୃଦ୍ଧି ହେବ ବୋଲି ଜଣାପଡିଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର