କାୟା ମେଲାଇ ଚାଲିଛି କରୋନା : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୯ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଧିରେ ଧିରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ସହ କରୋନାର ଦ୍ୱିତୀୟ ଲହରର କୋପ ଦେଖିବାକୁ ମିଳୁଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ୮୭୯ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି […]

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଧିରେ ଧିରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ସହ କରୋନାର ଦ୍ୱିତୀୟ ଲହରର କୋପ ଦେଖିବାକୁ ମିଳୁଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ୮୭୯ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୩୬୧। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଆଜି ଚିହ୍ନଟ ହୋଇଥିବା ୮୭୯ ପଜିଟିଭ୍ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ  ସର୍ବାଧିକ ୧୪୪ ଚିହ୍ନଟ ହୋଇଛନ୍ତି । ଏଥି ସହିତ ସୁନ୍ଦରଗଡ଼ ଜିଲ୍ଲାରୁ ୧୩୧, ନୂଆପଡ଼ାରୁ  ୬୧, ବରଗଡ଼ରୁ  ୫୩, କଟକରୁ  ୫୦  ଓ ସମ୍ବଲପୁରରୁ  ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୦, ବାଲେଶ୍ୱରରୁ ୨୨ ଜଣ , ଭଦ୍ରକରୁ ୧୭, ବଲାଙ୍ଗୀରରୁ ୨୬, ଯାଜପୁର ରୁ ୧୫, ଝାରସୁଗୁଡାରୁ ୨୩, ମୟୁରଭଞ୍ଜ ରୁ ୨୯, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ,  ସୋନପୁର ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ,  କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୫୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୮୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୬୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

08 Apr 2021 By The Sakala

କାୟା ମେଲାଇ ଚାଲିଛି କରୋନା : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଧିରେ ଧିରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ସହ କରୋନାର ଦ୍ୱିତୀୟ ଲହରର କୋପ ଦେଖିବାକୁ ମିଳୁଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ୮୭୯ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୩୬୧। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ୮୭୯ ପଜିଟିଭ୍ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ  ସର୍ବାଧିକ ୧୪୪ ଚିହ୍ନଟ ହୋଇଛନ୍ତି । ଏଥି ସହିତ ସୁନ୍ଦରଗଡ଼ ଜିଲ୍ଲାରୁ ୧୩୧, ନୂଆପଡ଼ାରୁ  ୬୧, ବରଗଡ଼ରୁ  ୫୩, କଟକରୁ  ୫୦  ଓ ସମ୍ବଲପୁରରୁ  ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୦, ବାଲେଶ୍ୱରରୁ ୨୨ ଜଣ , ଭଦ୍ରକରୁ ୧୭, ବଲାଙ୍ଗୀରରୁ ୨୬, ଯାଜପୁର ରୁ ୧୫, ଝାରସୁଗୁଡାରୁ ୨୩, ମୟୁରଭଞ୍ଜ ରୁ ୨୯, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ,  ସୋନପୁର ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ,  କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୫୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୮୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୬୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

https://www.thesakala.in/latest-odisha-news/879-new-corona-case-in-odisha/article-1341
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର