୩୦% କମିବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ

The Sakala Picture
Published On

କୋଭିଡ୍ ପ୍ରଭାବରୁ ଚଳିତ ବର୍ଷ ମଧ୍ୟ କମିବ ନବମ ଓ ଦଶମ ଶ୍ରେଣୀର ପାଠ୍ୟକ୍ରମ । ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ। ଅର୍ଥାତ ୭୦ ପ୍ରତିଶତ ସିଲାବସରୁ ହିଁ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କରୋନାର ଦ୍ୱିତୀୟ ଲହରକୁ ଦେଖି ଏଭଳି ନିଷ୍ପତ୍ତି ନେଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ । ଅନଲାଇନ୍ ଶିକ୍ଷା […]

କୋଭିଡ୍ ପ୍ରଭାବରୁ ଚଳିତ ବର୍ଷ ମଧ୍ୟ କମିବ ନବମ ଓ ଦଶମ ଶ୍ରେଣୀର ପାଠ୍ୟକ୍ରମ । ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ। ଅର୍ଥାତ ୭୦ ପ୍ରତିଶତ ସିଲାବସରୁ ହିଁ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କରୋନାର ଦ୍ୱିତୀୟ ଲହରକୁ ଦେଖି ଏଭଳି ନିଷ୍ପତ୍ତି ନେଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ଅନଲାଇନ୍ ଶିକ୍ଷା ସବୁ ପିଲାଙ୍କ ପାଖରେ ପହଞ୍ଚିବା ସମ୍ଭବ ନୁହେଁ। ତେଣୁ ଚଳିତ ବର୍ଷ ବି ସିଲାବସ୍ କମେଇବା ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି। ଏ ବର୍ଷ ବି ସ୍କୁଲ ଖୋଲିବା ସମ୍ଭାବନା କମ୍ । କୋଭିଡ ସ୍ଥିତି ଓ ଅନଲାଇନ ପାଠପଢାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ହୋଇଥିବା ସୂଚନା । ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦେଇ ଏଭଳି ନିଷ୍ପତ୍ତି ନିଆଯାଇଛି। ଜଣାଇଦେବାକୁ ଚାହୁଁ ଯେ କରୋନା ପାଇଁ ଏବେ ରାଜ୍ୟରେ ୟୁ ଟ୍ୟୁବ୍ କ୍ଲାସ୍ ଚାଲିଛି । ସେହିପରି ଅନଲାଇନ ପରୀକ୍ଷା ପାଇଁ ମଧ୍ୟ ବ୍ୟବସ୍ଥା ଚାଲିଛି।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

23 Jun 2021 By The Sakala

୩୦% କମିବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ

କୋଭିଡ୍ ପ୍ରଭାବରୁ ଚଳିତ ବର୍ଷ ମଧ୍ୟ କମିବ ନବମ ଓ ଦଶମ ଶ୍ରେଣୀର ପାଠ୍ୟକ୍ରମ । ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ। ଅର୍ଥାତ ୭୦ ପ୍ରତିଶତ ସିଲାବସରୁ ହିଁ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କରୋନାର ଦ୍ୱିତୀୟ ଲହରକୁ ଦେଖି ଏଭଳି ନିଷ୍ପତ୍ତି ନେଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ ।

ଅନଲାଇନ୍ ଶିକ୍ଷା ସବୁ ପିଲାଙ୍କ ପାଖରେ ପହଞ୍ଚିବା ସମ୍ଭବ ନୁହେଁ। ତେଣୁ ଚଳିତ ବର୍ଷ ବି ସିଲାବସ୍ କମେଇବା ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି। ଏ ବର୍ଷ ବି ସ୍କୁଲ ଖୋଲିବା ସମ୍ଭାବନା କମ୍ । କୋଭିଡ ସ୍ଥିତି ଓ ଅନଲାଇନ ପାଠପଢାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ହୋଇଥିବା ସୂଚନା । ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦେଇ ଏଭଳି ନିଷ୍ପତ୍ତି ନିଆଯାଇଛି। ଜଣାଇଦେବାକୁ ଚାହୁଁ ଯେ କରୋନା ପାଇଁ ଏବେ ରାଜ୍ୟରେ ୟୁ ଟ୍ୟୁବ୍ କ୍ଲାସ୍ ଚାଲିଛି । ସେହିପରି ଅନଲାଇନ ପରୀକ୍ଷା ପାଇଁ ମଧ୍ୟ ବ୍ୟବସ୍ଥା ଚାଲିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର