ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୦ରେ ଲଘୁଚାପ ସମ୍ଭାବନା
ଭୁବନେଶ୍ବର: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତିକରିବା ସହ ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ […]
ଭୁବନେଶ୍ବର: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତିକରିବା ସହ ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ ଏହି ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସ୍ପଷ୍ଟ ହୋଇନି ।