ଚାଲିଛି ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ, ସାମିଲ ହୋଇଛନ୍ତି ସବୁ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର: ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ବସିଥିବା ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳ ସାମିଲ ହୋଇଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ନେଇ ବିଭାଗୱାରୀ ସମୀକ୍ଷା ହେଉଛି। କେଉଁ ବିଭାଗ କେତେ ପ୍ରତିଶତ କାମ କରିଛନ୍ତି । ୫ଟି ସଚିବଙ୍କ ଜନ ଶୁଣାଣି ସମୟରେ ଆସିଥିବା ଅଭିଯୋଗର କେତେ ସମାଧାନ ଆଉ କେତେ ବାକି ତାର ଅନୁଧ୍ୟାନ କରାଯାଉଛି । ଏହା ସହ ବିଭିନ୍ନ […]

ଭୁବନେଶ୍ବର: ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ବସିଥିବା ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳ ସାମିଲ ହୋଇଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ନେଇ ବିଭାଗୱାରୀ ସମୀକ୍ଷା ହେଉଛି। କେଉଁ ବିଭାଗ କେତେ ପ୍ରତିଶତ କାମ କରିଛନ୍ତି । ୫ଟି ସଚିବଙ୍କ ଜନ ଶୁଣାଣି ସମୟରେ ଆସିଥିବା ଅଭିଯୋଗର କେତେ ସମାଧାନ ଆଉ କେତେ ବାକି ତାର ଅନୁଧ୍ୟାନ କରାଯାଉଛି । ଏହା ସହ ବିଭିନ୍ନ ଯୋଜନା କାର୍ଯ୍ୟକାରିତା ନେଇ ବୈଠକରେ ଆଲୋଚନା ହେଉଥିବା ସୂଚନା ।

About The Author: The Sakala