ମହାନଦୀକୁ ଡେଇଁ ପଡିଲେ ଜଣେ ବ୍ୟକ୍ତି, ବ୍ରିଜ ଉପରେ ରହିଛି ଚପଲ ଓ ସ୍କୁଟି

The Sakala Picture
Published On

ସମ୍ବଲପୁର: ସମ୍ବଲପୁରର ଚାଉଁରପୁର ବ୍ରିଜ ଉପରୁ ଜଣେ ବ୍ୟକ୍ତି ନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି। ଆଜି ସକାଳେ ମଧ୍ୟବୟସ୍କ ବ୍ୟକ୍ତିଜଣକ ଏକ ସ୍କୁଟି ଧରି ବ୍ରିଜ ଉପରକୁ ଯାଇଥିଲେ। ସେଠାରେ ସେ କାହା ସହ ଫୋନରେ କଥା ହୋଇଥିଲେ। ଏହାପରେ ଚପଲ ଓ ସ୍କୁଟି ରଖି ହଠାତ୍‌ ବ୍ରିଜ ଉପରୁ ଡେଇଁ ପଡ଼ିଥିଲେ। ଘଟଣା ସମୟରେ ବହୁ ଲୋକ ମର୍ଣ୍ଣିଂ ୱାକ କରୁଥିଲେ। ସେମାନେ ଏହାଦେଖି ଉକ୍ତ ବ୍ୟକ୍ତିଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ […]

ସମ୍ବଲପୁର: ସମ୍ବଲପୁରର ଚାଉଁରପୁର ବ୍ରିଜ ଉପରୁ ଜଣେ ବ୍ୟକ୍ତି ନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି। ଆଜି ସକାଳେ ମଧ୍ୟବୟସ୍କ ବ୍ୟକ୍ତିଜଣକ ଏକ ସ୍କୁଟି ଧରି ବ୍ରିଜ ଉପରକୁ ଯାଇଥିଲେ। ସେଠାରେ ସେ କାହା ସହ ଫୋନରେ କଥା ହୋଇଥିଲେ। ଏହାପରେ ଚପଲ ଓ ସ୍କୁଟି ରଖି ହଠାତ୍‌ ବ୍ରିଜ ଉପରୁ ଡେଇଁ ପଡ଼ିଥିଲେ। ଘଟଣା ସମୟରେ ବହୁ ଲୋକ ମର୍ଣ୍ଣିଂ ୱାକ କରୁଥିଲେ। ସେମାନେ ଏହାଦେଖି ଉକ୍ତ ବ୍ୟକ୍ତିଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ତେବେ କେଉଁ କାରଣରୁ ଯୁବକ ଜଣକ ନଦୀକୁ ଡେଇଁଛନ୍ତି ତାହା ଜଣାପଡ଼ିନାହିଁ । ଖବର ପାଇ ବ୍ରିଜ୍ ଅଗ୍ନିଶମବାହିନୀର ଟିମ୍ ପହଞ୍ଚି ଉକ୍ତ ବ୍ୟକ୍ତିଙ୍କୁ ଖୋଜାଖୋଜି ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

12 Sep 2023 By The Sakala

ମହାନଦୀକୁ ଡେଇଁ ପଡିଲେ ଜଣେ ବ୍ୟକ୍ତି, ବ୍ରିଜ ଉପରେ ରହିଛି ଚପଲ ଓ ସ୍କୁଟି

ସମ୍ବଲପୁର: ସମ୍ବଲପୁରର ଚାଉଁରପୁର ବ୍ରିଜ ଉପରୁ ଜଣେ ବ୍ୟକ୍ତି ନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି। ଆଜି ସକାଳେ ମଧ୍ୟବୟସ୍କ ବ୍ୟକ୍ତିଜଣକ ଏକ ସ୍କୁଟି ଧରି ବ୍ରିଜ ଉପରକୁ ଯାଇଥିଲେ। ସେଠାରେ ସେ କାହା ସହ ଫୋନରେ କଥା ହୋଇଥିଲେ। ଏହାପରେ ଚପଲ ଓ ସ୍କୁଟି ରଖି ହଠାତ୍‌ ବ୍ରିଜ ଉପରୁ ଡେଇଁ ପଡ଼ିଥିଲେ। ଘଟଣା ସମୟରେ ବହୁ ଲୋକ ମର୍ଣ୍ଣିଂ ୱାକ କରୁଥିଲେ। ସେମାନେ ଏହାଦେଖି ଉକ୍ତ ବ୍ୟକ୍ତିଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ତେବେ କେଉଁ କାରଣରୁ ଯୁବକ ଜଣକ ନଦୀକୁ ଡେଇଁଛନ୍ତି ତାହା ଜଣାପଡ଼ିନାହିଁ । ଖବର ପାଇ ବ୍ରିଜ୍ ଅଗ୍ନିଶମବାହିନୀର ଟିମ୍ ପହଞ୍ଚି ଉକ୍ତ ବ୍ୟକ୍ତିଙ୍କୁ ଖୋଜାଖୋଜି ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର