ଅପହୃତ ଯବାନଙ୍କ ଫଟୋ ଜାରି କଲା ମାଓବାଦୀ ସଙ୍ଗଠନ

The Sakala Picture
Published On

ବିଜାପୁର: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଏନକାଉଣ୍ଟର ସମୟରେ ଜଣେ ଯବାନ ନିଖୋଜ ହୋଇଯାଇଥିଲେ। ମାଓବାଦୀଙ୍କ ଦ୍ୱାରା ଅପହୃତ ହୋଇଥିଲେ କୋବ୍ରା ଯବାନ ରାଜେଶ୍ୱର ସିଂ ମାନହାସ । ଶେଷରେ ରାଜେଶ୍ୱର ସିଂ ମାନହାସ ସୁରକ୍ଷିତ ଥିବା ନେଇ ସ୍ପଷ୍ଟ କରିଛି ମାଓବାଦୀ ସଙ୍ଗଠନ ।  ମାଓବାଦୀମାନେ ରାକେଶ୍ଵରଙ୍କ ଫଟୋ ସୋସିଆଲ ମିଡିଆରେ ଜାରି କରିଛନ୍ତି। ତାଙ୍କୁ ତାଳପତ୍ର ଦ୍ବାରା ଘୋଡ଼ାଯାଇଥିବା ଏକ କୁଡ଼ିଆରେ ରଖାଯାଇଥିବା ଦେଖିବାକୁ ମିଳିଛି। ତକାଲି ମଧ୍ୟ ମାଓ ସଙ୍ଗଠନ […]

ବିଜାପୁର: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଏନକାଉଣ୍ଟର ସମୟରେ ଜଣେ ଯବାନ ନିଖୋଜ ହୋଇଯାଇଥିଲେ। ମାଓବାଦୀଙ୍କ ଦ୍ୱାରା ଅପହୃତ ହୋଇଥିଲେ କୋବ୍ରା ଯବାନ ରାଜେଶ୍ୱର ସିଂ ମାନହାସ । ଶେଷରେ ରାଜେଶ୍ୱର ସିଂ ମାନହାସ ସୁରକ୍ଷିତ ଥିବା ନେଇ ସ୍ପଷ୍ଟ କରିଛି ମାଓବାଦୀ ସଙ୍ଗଠନ ।  ମାଓବାଦୀମାନେ ରାକେଶ୍ଵରଙ୍କ ଫଟୋ ସୋସିଆଲ ମିଡିଆରେ ଜାରି କରିଛନ୍ତି। ତାଙ୍କୁ ତାଳପତ୍ର ଦ୍ବାରା ଘୋଡ଼ାଯାଇଥିବା ଏକ କୁଡ଼ିଆରେ ରଖାଯାଇଥିବା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ: SIR କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ BLO ନିଲମ୍ବିତ

ତକାଲି ମଧ୍ୟ ମାଓ ସଙ୍ଗଠନ ପକ୍ଷରୁ ଦୁଇ ପୃଷ୍ଠାର ଚିଠି ଜାରି କରାଯାଇଥିଲା । ଏହି ଚିଠିରେ ସରକାର ମଧ୍ୟସ୍ଥିଙ୍କ ନାମ ଘୋଷଣା କଲେ ମାଓ ସଙ୍ଗଠନ ସେହି ମଧ୍ୟସ୍ଥିଙ୍କ ଜରିଆରେ ବନ୍ଦୀ ଯବାନଙ୍କୁ ପୁଲିସ ପାଖରେ ଛାଡିବ ବୋଲି ଉଲ୍ଲେଖ କରିଥିଲା । ଅନ୍ୟପଟେ ରାଜେଶ୍ଵରଙ୍କୁ ଫେରାଇ ଆଣିବା ପାଇଁ ଆବଶ୍ୟକ କାର୍ଯ୍ଯାନୁଷ୍ଠାନ ନିଆଯାଉଛି ବୋଲି ସିଆରପିଏଫ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମହିମା ଅଲେଖ ବାବାଙ୍କୁ ପଥରରେ ଛେଚି ବୀଭତ୍ସ ହତ୍ୟା !

07 Apr 2021 By The Sakala

ଅପହୃତ ଯବାନଙ୍କ ଫଟୋ ଜାରି କଲା ମାଓବାଦୀ ସଙ୍ଗଠନ

ବିଜାପୁର: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଏନକାଉଣ୍ଟର ସମୟରେ ଜଣେ ଯବାନ ନିଖୋଜ ହୋଇଯାଇଥିଲେ। ମାଓବାଦୀଙ୍କ ଦ୍ୱାରା ଅପହୃତ ହୋଇଥିଲେ କୋବ୍ରା ଯବାନ ରାଜେଶ୍ୱର ସିଂ ମାନହାସ । ଶେଷରେ ରାଜେଶ୍ୱର ସିଂ ମାନହାସ ସୁରକ୍ଷିତ ଥିବା ନେଇ ସ୍ପଷ୍ଟ କରିଛି ମାଓବାଦୀ ସଙ୍ଗଠନ ।  ମାଓବାଦୀମାନେ ରାକେଶ୍ଵରଙ୍କ ଫଟୋ ସୋସିଆଲ ମିଡିଆରେ ଜାରି କରିଛନ୍ତି। ତାଙ୍କୁ ତାଳପତ୍ର ଦ୍ବାରା ଘୋଡ଼ାଯାଇଥିବା ଏକ କୁଡ଼ିଆରେ ରଖାଯାଇଥିବା ଦେଖିବାକୁ ମିଳିଛି।

ତକାଲି ମଧ୍ୟ ମାଓ ସଙ୍ଗଠନ ପକ୍ଷରୁ ଦୁଇ ପୃଷ୍ଠାର ଚିଠି ଜାରି କରାଯାଇଥିଲା । ଏହି ଚିଠିରେ ସରକାର ମଧ୍ୟସ୍ଥିଙ୍କ ନାମ ଘୋଷଣା କଲେ ମାଓ ସଙ୍ଗଠନ ସେହି ମଧ୍ୟସ୍ଥିଙ୍କ ଜରିଆରେ ବନ୍ଦୀ ଯବାନଙ୍କୁ ପୁଲିସ ପାଖରେ ଛାଡିବ ବୋଲି ଉଲ୍ଲେଖ କରିଥିଲା । ଅନ୍ୟପଟେ ରାଜେଶ୍ଵରଙ୍କୁ ଫେରାଇ ଆଣିବା ପାଇଁ ଆବଶ୍ୟକ କାର୍ଯ୍ଯାନୁଷ୍ଠାନ ନିଆଯାଉଛି ବୋଲି ସିଆରପିଏଫ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର