ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ସେବାୟତଙ୍କୁ ହତ୍ୟା…

The Sakala Picture
Published On

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରା ବଚାଲିଥିବା ବେଳେ ପୁରୀରେ ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା କରାଯାଇଛି। ଗୁଡ଼ିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି ଜଗନ୍ନାଥ ଦୀକ୍ଷିତ (୮୩)। ସୂଚନା ଅନୁଯାୟୀ, ଟାଉନ୍‌ ଥାନା ଅଧୀନ ଗୁଡ଼ିଆସାହିରେ ମହାପ୍ରଭୁଙ୍କ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତ ରୁହନ୍ତି। ଆଜି ସ୍ନାନଯାତ୍ରା ଥିବାରୁ ପରିବାର ଲୋକେ ଅପରାହ୍ଣ ଘରେ ନଥିବା ବେଳେ ଜଗନ୍ନାଥ ଦୀକ୍ଷିତ ଏକାକୀ ଥିଲେ। ଏହି ସମୟରେ ପଡ଼ୋଶୀ ନାରାୟଣ ପାଟ୍ଟଯୋଶୀ ଆସିଥିଲେ। ସେ ଟଙ୍କା ନେଣଦେଣକୁ […]

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରା ବଚାଲିଥିବା ବେଳେ ପୁରୀରେ ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା କରାଯାଇଛି। ଗୁଡ଼ିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି ଜଗନ୍ନାଥ ଦୀକ୍ଷିତ (୮୩)।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

ସୂଚନା ଅନୁଯାୟୀ, ଟାଉନ୍‌ ଥାନା ଅଧୀନ ଗୁଡ଼ିଆସାହିରେ ମହାପ୍ରଭୁଙ୍କ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତ ରୁହନ୍ତି। ଆଜି ସ୍ନାନଯାତ୍ରା ଥିବାରୁ ପରିବାର ଲୋକେ ଅପରାହ୍ଣ ଘରେ ନଥିବା ବେଳେ ଜଗନ୍ନାଥ ଦୀକ୍ଷିତ ଏକାକୀ ଥିଲେ। ଏହି ସମୟରେ ପଡ଼ୋଶୀ ନାରାୟଣ ପାଟ୍ଟଯୋଶୀ ଆସିଥିଲେ। ସେ ଟଙ୍କା ନେଣଦେଣକୁ ନେଇ ଜଗନ୍ନାଥ ଦୀକ୍ଷିତଙ୍କ ସହିତ ଯୁକ୍ତିତର୍କ କରିଥିଲେ। ଆକ୍ରମଣ କରି ହତ୍ୟା କରିଥିଲେ। ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର