ଆଇଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ

The Sakala Picture
Published On

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି । ଆଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସେକ୍ଟର ୧୯ ସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଯବାନଙ୍କ ମରଶରୀରକୁ ରାଉରକେଲାରୁ ସ୍ୱତନ୍ତ୍ର ହେଲିକେପଟର ଯୋଗେ ଝାରଖଣ୍ଡ ରାଞ୍ଚିନିକଟସ୍ଥ ୧୬୪ […]

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି । ଆଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସେକ୍ଟର ୧୯ ସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଯବାନଙ୍କ ମରଶରୀରକୁ ରାଉରକେଲାରୁ ସ୍ୱତନ୍ତ୍ର ହେଲିକେପଟର ଯୋଗେ ଝାରଖଣ୍ଡ ରାଞ୍ଚିନିକଟସ୍ଥ ୧୬୪ ସିଆର ପି ଏଫ ବାଟାଲିୟନ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଛି।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

14 Jun 2025 By The Sakala

ଆଇଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି । ଆଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସେକ୍ଟର ୧୯ ସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଯବାନଙ୍କ ମରଶରୀରକୁ ରାଉରକେଲାରୁ ସ୍ୱତନ୍ତ୍ର ହେଲିକେପଟର ଯୋଗେ ଝାରଖଣ୍ଡ ରାଞ୍ଚିନିକଟସ୍ଥ ୧୬୪ ସିଆର ପି ଏଫ ବାଟାଲିୟନ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର