ଖୁବଶୀଘ୍ର ଶ୍ରୀମନ୍ଦିରରେ କରାଯିବ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି: ୱାଇ.ବି.ଖୁରାନିଆ

The Sakala Picture
Published On

ପୁରୀ: ଖୁବଶୀଘ୍ର ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି କରାଯିବା ନେଇ ପ୍ରତିକ୍ରିୟା ରଖିଲେ ପୋଲିସ ଡିଜି ୱାଇ. ବି. ଖୁରାନିୟା । ଶ୍ରୀମନ୍ଦିରର ସୁରକ୍ଷା ସହ ଶ୍ରଦ୍ଧାଳୁଙ୍କ ସୁରକ୍ଷା ସର୍ବାଧିକ ପ୍ରାଥମିକତା ବୋଲି କହିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ଆଜି ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଏକଥା କହିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି.ଖୁରାନିଆ । ନୂଆ କରି ଦାୟିତ୍ୱ ନେବା ପରେ ଆଜି ଶ୍ରୀ ମନ୍ଦିର ଆସି […]

ପୁରୀ: ଖୁବଶୀଘ୍ର ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି କରାଯିବା ନେଇ ପ୍ରତିକ୍ରିୟା ରଖିଲେ ପୋଲିସ ଡିଜି ୱାଇ. ବି. ଖୁରାନିୟା । ଶ୍ରୀମନ୍ଦିରର ସୁରକ୍ଷା ସହ ଶ୍ରଦ୍ଧାଳୁଙ୍କ ସୁରକ୍ଷା ସର୍ବାଧିକ ପ୍ରାଥମିକତା ବୋଲି କହିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ଆଜି ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଏକଥା କହିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି.ଖୁରାନିଆ । ନୂଆ କରି ଦାୟିତ୍ୱ ନେବା ପରେ ଆଜି ଶ୍ରୀ ମନ୍ଦିର ଆସି ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବା ସହ, ଲଷ୍ମୀ ମନ୍ଦିର, ବଟ ଗଣେଶ, ଅନାନ୍ୟ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିଥିଲେ । ପୋଲିସ ଡ଼ିଜିଙ୍କ ସହ ତାଙ୍କ ଧର୍ମ ପତ୍ନୀ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଥିଲେ l ଦର୍ଶନ କରିସାରିବା ପରେ ପୁରୀ ପୋଲିସ ପକ୍ଷରୁ ମହାପ୍ରଭୁଙ୍କ ଖଣ୍ଡୁଆ ପ୍ରଦାନ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

17 Aug 2024 By The Sakala

ଖୁବଶୀଘ୍ର ଶ୍ରୀମନ୍ଦିରରେ କରାଯିବ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି: ୱାଇ.ବି.ଖୁରାନିଆ

ପୁରୀ: ଖୁବଶୀଘ୍ର ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି କରାଯିବା ନେଇ ପ୍ରତିକ୍ରିୟା ରଖିଲେ ପୋଲିସ ଡିଜି ୱାଇ. ବି. ଖୁରାନିୟା । ଶ୍ରୀମନ୍ଦିରର ସୁରକ୍ଷା ସହ ଶ୍ରଦ୍ଧାଳୁଙ୍କ ସୁରକ୍ଷା ସର୍ବାଧିକ ପ୍ରାଥମିକତା ବୋଲି କହିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ଆଜି ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଏକଥା କହିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି.ଖୁରାନିଆ । ନୂଆ କରି ଦାୟିତ୍ୱ ନେବା ପରେ ଆଜି ଶ୍ରୀ ମନ୍ଦିର ଆସି ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବା ସହ, ଲଷ୍ମୀ ମନ୍ଦିର, ବଟ ଗଣେଶ, ଅନାନ୍ୟ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିଥିଲେ । ପୋଲିସ ଡ଼ିଜିଙ୍କ ସହ ତାଙ୍କ ଧର୍ମ ପତ୍ନୀ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଥିଲେ l ଦର୍ଶନ କରିସାରିବା ପରେ ପୁରୀ ପୋଲିସ ପକ୍ଷରୁ ମହାପ୍ରଭୁଙ୍କ ଖଣ୍ଡୁଆ ପ୍ରଦାନ କରାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର