ଭୁବନେଶ୍ବର: ବିଧାୟକ ଭୁବନେଶ୍ୱର ଉତ୍ତର ସୁଶାନ୍ତ କୁମାର ରାଉତଙ୍କ ଦ୍ଵାରା ଇଂଜଣା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ମୋ ସ୍କୁଲ ଅଭିଯାନ ସଭାପତି ସଞ୍ଜୟ କୁମାର ପତି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଗ୍ରାମର ମୁରବିଗଣ, ବିଦ୍ୟାଳୟର ମୋ ସ୍କୁଲ ଅଭିଯାନର ସଭ୍ୟ/ସଭ୍ୟା ଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ। ଅଧା ଥିବା ବିଦ୍ୟାଳୟ ଗୃହ କାର୍ଯ୍ୟକୁ ଖୁବଶୀଘ୍ର ସମ୍ପୂର୍ଣ କରିବାକୁ ବିଧାୟକ ପ୍ରତିଶୃତି ପ୍ରଦାନ କରିଥିଲେ ।
ଇଂଜଣା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ବର: ବିଧାୟକ ଭୁବନେଶ୍ୱର ଉତ୍ତର ସୁଶାନ୍ତ କୁମାର ରାଉତଙ୍କ ଦ୍ଵାରା ଇଂଜଣା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ମୋ ସ୍କୁଲ ଅଭିଯାନ ସଭାପତି ସଞ୍ଜୟ କୁମାର ପତି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଗ୍ରାମର ମୁରବିଗଣ, ବିଦ୍ୟାଳୟର ମୋ ସ୍କୁଲ ଅଭିଯାନର ସଭ୍ୟ/ସଭ୍ୟା ଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ। ଅଧା ଥିବା ବିଦ୍ୟାଳୟ ଗୃହ କାର୍ଯ୍ୟକୁ ଖୁବଶୀଘ୍ର ସମ୍ପୂର୍ଣ କରିବାକୁ […]