ବ୍ରିଜ୍ ଉପରେ ସ୍କୁଟି ରଖି ମହାନଦୀକୁ ଡେଇଁଲେ ଯୁବକ, ଉଦ୍ଧାର ପାଇଁ ଉଦ୍ଯମ ଜାରି

The Sakala Picture
Published On

କଟକ: ମହାନଦୀକୁ ଡେଇଁ ଯୁବକ ନିଖୋଜ ।  ମୁଣ୍ଡଳି ବ୍ରିଜ ଉପରେ ସ୍କୁଟି (OD 33 R 9270) ରଖି ମହାନଦୀକୁ ଡେଇଁ ପଡିଥିଲେ। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଖୋଜ ଯୁବକଙ୍କୁ ଉଦ୍ଧାର ପାଇଁ ଉଦ୍ଯମ ଜାରି ରଖିଛି। ପାଣିକୁ ଡେଇଁବା କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ତେବେ ଯୁବକ ଜଣକ ଭୁବନେଶ୍ୱରସ୍ଥିତ ଶୈଳଶ୍ରୀବିହାର ଅଞ୍ଚଳର ବିଶ୍ୱ ଦେବ ଦାସ ବୋଲି ଜଣାପଡ଼ିଛି।  

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର