ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ଆଡପ ଅବଢ଼ା

The Sakala Picture
Published On

ପୁରୀ: ମହାପ୍ରଭୁଙ୍କ ଆଡପ ଅବଢ଼ା ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି। ପୂର୍ବ ବ୍ୟବସ୍ଥା ଅନୁଯାୟୀ ଗୁଣ୍ଡିଚା ମନ୍ଦିରର ଉତ୍ତର ଦ୍ୱାର ଓ ପୁରୀ ବସ ଷ୍ଟାଣ୍ଡରେ ଦୁଇଟି କାଉଣ୍ଟର ହୋଇଛି। ଭକ୍ତ ମାନେ ସେଠାରେ ଟୋକନ କାଟି ମହାପ୍ରଭୁଙ୍କ ଆଡପ ଅବଢ଼ା ପାଇ ପାରିବେ। ସୁଆର ମାହାସୁଆର ନିଯୋଗ ପକ୍ଷରୁ ଏହି ବ୍ୟବସ୍ଥା ହୋଇଛି । ଅନ୍ୟପଟେ କୋଭିଡ କଟକଣା ହେତୁ ଆଡପ ଦର୍ଶନ ବନ୍ଦ ରହିଛି । କେବଳ ମହାପ୍ରଭୁଙ୍କ ନୀତିକାନ୍ତି ଅନୁଷ୍ଠିତ ହେଉଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର