ବଡ଼ ଅଘଟଣ: ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର

The Sakala Picture
Published On

ପୁରୀ: ଆଜି ରଥ ଉପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲ ପହଣ୍ଡି ବିଜେ। ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର। ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ଚାରମାଳ ଉପରେ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା କିିଛି ସେବାୟତ ଆହତ ହୋଇଛନ୍ତି। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ ୫ରୁ ୬ଜଣ ସେବାୟତ ଆହତ […]

ପୁରୀ: ଆଜି ରଥ ଉପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲ ପହଣ୍ଡି ବିଜେ। ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର। ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ଚାରମାଳ ଉପରେ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା କିିଛି ସେବାୟତ ଆହତ ହୋଇଛନ୍ତି। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ ୫ରୁ ୬ଜଣ ସେବାୟତ ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

09 Jul 2024 By The Sakala

ବଡ଼ ଅଘଟଣ: ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର

ପୁରୀ: ଆଜି ରଥ ଉପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲ ପହଣ୍ଡି ବିଜେ। ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର। ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ଚାରମାଳ ଉପରେ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା କିିଛି ସେବାୟତ ଆହତ ହୋଇଛନ୍ତି। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ ୫ରୁ ୬ଜଣ ସେବାୟତ ଆହତ ହୋଇଛନ୍ତି।

https://www.thesakala.in/latest-odisha-news/adapa-mandapa-bije-incident/article-33518
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର