ଆଡପ ମଣ୍ଡପକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି

The Sakala Picture
Published On

ପୁରୀ: ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ମାଉସୀ ମା’ ଘରକୁ ଆସିଛନ୍ତି ।  ଆଜି ସମସ୍ତ ନୀତିକାନ୍ତି ସରିବା ପରେ ତିନି ଠାକୁର ଆଡ଼ପ ମଣ୍ଡପ ବିଜେ କରିଛନ୍ତି । ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ବିଜେ ହୋଇଛି । ଘୋଷଯାତ୍ରାରେ ଆସିଥିବା ଚତୁର୍ଦ୍ଧାମୂର୍ତ୍ତି ଜନ୍ମବେଦୀକୁ ବିଜେ ପ୍ରକ୍ରିୟା ଆରମ୍ଭ ହୋଇଛି।ଗୋଟି ପହଣ୍ଡିରେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ ମହାପ୍ରଭୁ । ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି କାନ୍ତି ଅନୁଷ୍ଠିତ ହୋଇ ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଡପ […]

ପୁରୀ: ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ମାଉସୀ ମା’ ଘରକୁ ଆସିଛନ୍ତି ।  ଆଜି ସମସ୍ତ ନୀତିକାନ୍ତି ସରିବା ପରେ ତିନି ଠାକୁର ଆଡ଼ପ ମଣ୍ଡପ ବିଜେ କରିଛନ୍ତି । ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ବିଜେ ହୋଇଛି । ଘୋଷଯାତ୍ରାରେ ଆସିଥିବା ଚତୁର୍ଦ୍ଧାମୂର୍ତ୍ତି ଜନ୍ମବେଦୀକୁ ବିଜେ ପ୍ରକ୍ରିୟା ଆରମ୍ଭ ହୋଇଛି।ଗୋଟି ପହଣ୍ଡିରେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ ମହାପ୍ରଭୁ । ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି କାନ୍ତି ଅନୁଷ୍ଠିତ ହୋଇ ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଡପ ମଣ୍ଡପ ବିଜେ କାର୍ଯ୍ଯ ଆରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର; ବୈତରଣୀରେ ବନ୍ୟା ଆଶଙ୍କା, ବିପଦ ସଂକେତ ଉପରେ ଜଳକା

ଆସନ୍ତାକାଲି ବାହାରିବ ଆଡପ ଅବଢା । ସେପଟେ ଗୁଣ୍ଡିଚା ମନ୍ଦିର ଆଡ଼ପ ଅଭଡ଼ା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଛି । ନୃସିଂହମନ୍ଦିର ଓ ବସଷ୍ଟାଣ୍ଡରେ ହେବ ଅଭଡ଼ା ବିକ୍ରିର ବ୍ୟବସ୍ଥା ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

ସେପଟେ ଜିଲ୍ଲାପାଳ ସମର୍ଥ ବର୍ମା ସୁଆର ମହସୁଆର ନିଯୋଗ ସହ ଆଲୋଚନା କରି ବ୍ଯବସ୍ଥାର ଅନୁଧ୍ୟାନ ପରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏହି ସୂଚନା ଦେଇଛନ୍ତି । ଗତକାଲି ଶାନ୍ତିଶୃଙ୍ଖଳା ସହ ଶେଷ ହୋଇଛି ମହାପ୍ରଭୁଙ୍କ ରଥଯାତ୍ରା । କେବଳ ସେବାୟତଙ୍କୁ ରଥ ଟାଣିବା ପାଇଁ ଅନୁମତି ମିଳିଥିବାବେଳେ ପୁରୀ ବାସୀଙ୍କୁ ମଧ୍ୟ ଦର୍ଶନରୁ ବାଦ ଦିଆଯାଇଥିଲା । କୋଭିଡ ପରିସ୍ଥିତିରେ କିପରି ବିନା ଭକ୍ତରେ ରଥଯାତ୍ରା ହୋଇ ପାରିବ ସେନେଇ ପୁ

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର