ମନୋରଞ୍ଜନ
ଓଡ଼ିଶା
ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ୫କେଜି ଲେଖାଏଁ ଚାଉଳ
ଭୁବନେଶ୍ବର: କରୋନା ମହାମରୀ ସମୟରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଗୁଆ ପଦକ୍ଷେପ। ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଅତିରିକ୍ତ ୫ କେଜି ଚାଉଳ ମିଳବ। ମେ ଓ ଜୁନ ମାସରେ ଅତିରିକ୍ତ ଚାଉଳ ଯୋଗାଇବାକୁ ମୁଖ୍ଯମନ୍ତ୍ରୀ ଆଜି ଏହି ଘୋଷଣା କରିଛନ୍ତି । ମେ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ […]
ଭୁବନେଶ୍ବର: କରୋନା ମହାମରୀ ସମୟରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଗୁଆ ପଦକ୍ଷେପ। ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଅତିରିକ୍ତ ୫ କେଜି ଚାଉଳ ମିଳବ। ମେ ଓ ଜୁନ ମାସରେ ଅତିରିକ୍ତ ଚାଉଳ ଯୋଗାଇବାକୁ ମୁଖ୍ଯମନ୍ତ୍ରୀ ଆଜି ଏହି ଘୋଷଣା କରିଛନ୍ତି ।
ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
ମେ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ। ଏହା ଦ୍ବାରା ୧୨ ଲଷ ହିତାଧିକାରୀ ଉପକୃତ ହେବେ। ଅତିରିକ୍ତ ଚାଉଳ ବାବଦ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ।






