ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ୫କେଜି ଲେଖାଏଁ ଚାଉଳ

ଭୁବନେଶ୍ବର: କରୋନା ମହାମରୀ ସମୟରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଗୁଆ ପଦକ୍ଷେପ। ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ  ଅତିରିକ୍ତ ୫ କେଜି ଚାଉଳ ମିଳବ। ମେ ଓ ଜୁନ ମାସରେ ଅତିରିକ୍ତ ଚାଉଳ ଯୋଗାଇବାକୁ ମୁଖ୍ଯମନ୍ତ୍ରୀ ଆଜି ଏହି ଘୋଷଣା କରିଛନ୍ତି । ମେ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ […]

ଭୁବନେଶ୍ବର: କରୋନା ମହାମରୀ ସମୟରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଗୁଆ ପଦକ୍ଷେପ। ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ  ଅତିରିକ୍ତ ୫ କେଜି ଚାଉଳ ମିଳବ। ମେ ଓ ଜୁନ ମାସରେ ଅତିରିକ୍ତ ଚାଉଳ ଯୋଗାଇବାକୁ ମୁଖ୍ଯମନ୍ତ୍ରୀ ଆଜି ଏହି ଘୋଷଣା କରିଛନ୍ତି ।

ମେ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ। ଏହା ଦ୍ବାରା ୧୨ ଲଷ ହିତାଧିକାରୀ ଉପକୃତ ହେବେ। ଅତିରିକ୍ତ ଚାଉଳ ବାବଦ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ।

About The Author: The Sakala