ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି

Deviprasad Mohanty Picture
Published On

ଭୁବନେଶ୍ବର: ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂଆପଡ଼ା ଜିଲ୍ଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ୨୦ରେ ନୂଆପଡ଼ାରେ ସରକାରୀ କାର୍ଯ୍ୟାଳୟ/ ମାଜିଷ୍ଟେରିଆଲ କୋର୍ଟ ଖୋଲା ରହିବ। ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର