୩ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା

The Sakala Picture
Published On

ଭୁବନେଶ୍ବର: ଆଜି ପୁଣି ସରଗରମ ହେବ ବିଧାନସଭା। ୩ ଦିନର ବିରତି ପରେ ପୁଣି ବିଧାନସଭା ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିପାରନ୍ତି ବିରୋଧୀ । ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ଅବସ୍ଥାରେ ଥିବାବେଳେ ସରକାରଙ୍କୁ ଟାର୍ଗେଟ କରିପାରନ୍ତି ବିରୋଧୀ । ଏହାସହିତ ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି। ତେବେ […]

ଭୁବନେଶ୍ବର: ଆଜି ପୁଣି ସରଗରମ ହେବ ବିଧାନସଭା। ୩ ଦିନର ବିରତି ପରେ ପୁଣି ବିଧାନସଭା ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିପାରନ୍ତି ବିରୋଧୀ । ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ଅବସ୍ଥାରେ ଥିବାବେଳେ ସରକାରଙ୍କୁ ଟାର୍ଗେଟ କରିପାରନ୍ତି ବିରୋଧୀ । ଏହାସହିତ ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି। ତେବେ କଂଗ୍ରେସ ପ୍ରଶ୍ନକାଳକୁ ବୟକଟ କରିବ ନାଁ ପ୍ରତିବାଦ ଜାରି ରଖିବ ତାକୁ ନେଇ ସସପେନ୍ସ ଜାରି ରହିଛି ।ଶୂନ୍ୟକାଳରେ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ନାରୀ ନିର୍ଯାତନା, ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନିଲମ୍ବନ, ରାଜ୍ୟରେ ପାଣି ସଂକଟ ପରି ପ୍ରସଙ୍ଗକୁ ନେଇ ଗୃହରେ ଘମାଘୋଟ ଆଲୋଚନା ହୋଇପାରେ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର