ବାତ୍ୟା ‘ଦାନା’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଆତଙ୍କିତ ନ ହୋଇ ସଜାଗ ରହିବାକୁ ପରାମର୍ଶ

The Sakala Picture
Published On

ଭୁବନେଶ୍ୱର: ବାତ୍ୟା ‘ଦାନା’ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଭାବିତ ଅଞ୍ଚଳକୁ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ପଠାଯାଇଛି । ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇଛି । ୧୧ ଜିଲ୍ଲାରେ ବାତ୍ୟାର ବିଶେଷ ପ୍ରଭାବ ରହିବ । ମୋଟ ୩ ଲକ୍ଷ ୬୨ ହଜାର ଲୋକ ସ୍ଥାନାନ୍ତର କରାଯାଇଛି । ପ୍ରଭାବିତ ଜିଲ୍ଲାରେ ବିପଦପୂର୍ଣ୍ଣ ସ୍ଥାନରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ୭ ହଜାର ୨୮୫ ବାତ୍ୟା ଆଶ୍ରୟସ୍ଥଳୀ ବ୍ୟବସ୍ଥା ହୋଇଛି […]

ଭୁବନେଶ୍ୱର: ବାତ୍ୟା ‘ଦାନା’ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଭାବିତ ଅଞ୍ଚଳକୁ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ପଠାଯାଇଛି । ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇଛି । ୧୧ ଜିଲ୍ଲାରେ ବାତ୍ୟାର ବିଶେଷ ପ୍ରଭାବ ରହିବ । ମୋଟ ୩ ଲକ୍ଷ ୬୨ ହଜାର ଲୋକ ସ୍ଥାନାନ୍ତର କରାଯାଇଛି । ପ୍ରଭାବିତ ଜିଲ୍ଲାରେ ବିପଦପୂର୍ଣ୍ଣ ସ୍ଥାନରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ୭ ହଜାର ୨୮୫ ବାତ୍ୟା ଆଶ୍ରୟସ୍ଥଳୀ ବ୍ୟବସ୍ଥା ହୋଇଛି । ୨ ହଜାର ୩୦୦ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଛି । ଆଶ୍ରୟସ୍ଥଳରେ ମେଡିକାଲ ଟିମ୍ ମୁତୟନ ଅଛନ୍ତି। ପ୍ରାଣୀସମ୍ପଦଙ୍କ ଚିକିତ୍ସା ପାଇଁ ମଧ୍ୟ ଡାକ୍ତରୀ ଦଳ ନିୟୋଜିତ ଅଛନ୍ତି । NDRF,ODRAF, ଅଗ୍ନିଶମବାହିନୀ ପୁଲିସ ଫୋର୍ସ ମୁତୟନ ଅଛନ୍ତି । ଏହା ସହ ସରକାର ସମସ୍ତ ପ୍ରକାରର ଆବଶ୍ୟକୀୟ ପ୍ରସ୍ତୁତି ସମ୍ପୂର୍ଣ୍ଣ କରିଛନ୍ତି । ଲୋକମାନଙ୍କ ଧନଜୀବନର ସୁରକ୍ଷା ପାଇଁ ପୋଲିସ ପାଟ୍ରୋଲିଂ କରିବ । ଆଶ୍ରୟସ୍ଥଳରେ ସ୍ବଚ୍ଛତା ପ୍ରତି ଅଧିକ ଧ୍ୟାନ ଦିଆଯିବ । ବିଜୁଳି ଯଦି କଟେ ଯଥାଶୀଘ୍ର ପୁନଃଯୋଗାଣ ଉପରେ ଗୁରୁତ୍ବ ଦିଆଯିବ । କେହି ଆତଙ୍କିତ ହୁଅନ୍ତୁ ନାହିଁ, ସଜାଗ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମହନ ମାଝୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

24 Oct 2024 By The Sakala

ବାତ୍ୟା ‘ଦାନା’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଆତଙ୍କିତ ନ ହୋଇ ସଜାଗ ରହିବାକୁ ପରାମର୍ଶ

ଭୁବନେଶ୍ୱର: ବାତ୍ୟା ‘ଦାନା’ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଭାବିତ ଅଞ୍ଚଳକୁ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ପଠାଯାଇଛି । ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇଛି । ୧୧ ଜିଲ୍ଲାରେ ବାତ୍ୟାର ବିଶେଷ ପ୍ରଭାବ ରହିବ । ମୋଟ ୩ ଲକ୍ଷ ୬୨ ହଜାର ଲୋକ ସ୍ଥାନାନ୍ତର କରାଯାଇଛି । ପ୍ରଭାବିତ ଜିଲ୍ଲାରେ ବିପଦପୂର୍ଣ୍ଣ ସ୍ଥାନରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ୭ ହଜାର ୨୮୫ ବାତ୍ୟା ଆଶ୍ରୟସ୍ଥଳୀ ବ୍ୟବସ୍ଥା ହୋଇଛି । ୨ ହଜାର ୩୦୦ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଛି । ଆଶ୍ରୟସ୍ଥଳରେ ମେଡିକାଲ ଟିମ୍ ମୁତୟନ ଅଛନ୍ତି। ପ୍ରାଣୀସମ୍ପଦଙ୍କ ଚିକିତ୍ସା ପାଇଁ ମଧ୍ୟ ଡାକ୍ତରୀ ଦଳ ନିୟୋଜିତ ଅଛନ୍ତି । NDRF,ODRAF, ଅଗ୍ନିଶମବାହିନୀ ପୁଲିସ ଫୋର୍ସ ମୁତୟନ ଅଛନ୍ତି । ଏହା ସହ ସରକାର ସମସ୍ତ ପ୍ରକାରର ଆବଶ୍ୟକୀୟ ପ୍ରସ୍ତୁତି ସମ୍ପୂର୍ଣ୍ଣ କରିଛନ୍ତି । ଲୋକମାନଙ୍କ ଧନଜୀବନର ସୁରକ୍ଷା ପାଇଁ ପୋଲିସ ପାଟ୍ରୋଲିଂ କରିବ । ଆଶ୍ରୟସ୍ଥଳରେ ସ୍ବଚ୍ଛତା ପ୍ରତି ଅଧିକ ଧ୍ୟାନ ଦିଆଯିବ । ବିଜୁଳି ଯଦି କଟେ ଯଥାଶୀଘ୍ର ପୁନଃଯୋଗାଣ ଉପରେ ଗୁରୁତ୍ବ ଦିଆଯିବ । କେହି ଆତଙ୍କିତ ହୁଅନ୍ତୁ ନାହିଁ, ସଜାଗ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମହନ ମାଝୀ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର