ଲକଡାଉନରେ ଖୋଲା ରହିବ ଆହାର କେନ୍ଦ୍ର, କେବଳ ପାର୍ସଲ ନେଇପାରିବେ ଲୋକେ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦିନକ ପରେ ଆରମ୍ଭ ହେଉଥିବା ଲକଡାଉନ ସମୟରେ ଖୋଲା ରହିବ ଆହାର କେନ୍ଦ୍ର । କିନ୍ତୁ ଆହାର କେନ୍ଦ୍ରରେ ବସି ଖାଇବାକୁ ଅନୁମିତି ଦିଆଯିବ ନାହିଁ । ଆହାର କେନ୍ଦ୍ରରୁ ପାର୍ସଲ ନେଇପାରିବେ ଲୋକେ । ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଦିନକ ପରେ କଟକଣା ଲାଗୁ ହେବାକୁ ଥିବାବେଳେ ତେବେ ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ତେବେ ଏହି ସମୟରେ ରାଜ୍ୟର ସମସ୍ତ […]

ଭୁବନେଶ୍ୱର: ରାଜ୍ୟରେ ଦିନକ ପରେ ଆରମ୍ଭ ହେଉଥିବା ଲକଡାଉନ ସମୟରେ ଖୋଲା ରହିବ ଆହାର କେନ୍ଦ୍ର । କିନ୍ତୁ ଆହାର କେନ୍ଦ୍ରରେ ବସି ଖାଇବାକୁ ଅନୁମିତି ଦିଆଯିବ ନାହିଁ । ଆହାର କେନ୍ଦ୍ରରୁ ପାର୍ସଲ ନେଇପାରିବେ ଲୋକେ । ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଦିନକ ପରେ କଟକଣା ଲାଗୁ ହେବାକୁ ଥିବାବେଳେ ତେବେ ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ତେବେ ଏହି ସମୟରେ ରାଜ୍ୟର ସମସ୍ତ ଆଇଆଇଟି, ଆଇଆଇଏମଏସ ହଷ୍ଟଲ ଗୁଡିକ କୋଭିଡ ଗାଇଡଲାଇନ ଅନୁଯାୟୀ ଖୋଲା ରହିବ । ପିପିଲି ଉପନିର୍ବାଚନ ପାଇଁ ସମସ୍ତ କାର୍ଯ୍ୟକ୍ରମକୁ କଟକଣାରୁ ବାଦ୍ ଦିଆଯାଇଛି । ୫ ତାରିଖରୁ ୧୯ ତାରିଖ ଯାଏଁ ଲାଗୁ ହେବ ଲକଡାଉନ୍ କଟକଣା ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର