ମହାପ୍ରଭୁଙ୍କ ଦର୍ଶନ ଶୃଙ୍ଖଳିତ ପାଇଁ ବଡ଼ ପଦକ୍ଷେପ, ଭିଡ଼ ଜଗିବ AI କ୍ୟାମେରା…

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଭିଡ଼ ଜଗିବ AI କ୍ୟାମେରା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନଆଯାଇଛି। ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନ ଶୃଙ୍ଖଳିତ କରିବାକୁ AI କ୍ୟାମେରା ଲଗାଯିବ। ସେପଟେ ଚଳିତବର୍ଷ ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ କରିବ ମଧ୍ଯ AI କ୍ୟାମେରା ବ୍ଯବହାର କରାଯିବ। ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ପ୍ରବଳ ଜନସମାଗମକୁ ନିୟନ୍ତ୍ରଣ କରିବ AI କ୍ୟାମେରା। ଭିଡ ନିୟନ୍ତ୍ରଣ, ଟ୍ରାଫିକ ନିୟନ୍ତ୍ରଣ […]

ପୁରୀ: ଶ୍ରୀମନ୍ଦିରରେ ଭିଡ଼ ଜଗିବ AI କ୍ୟାମେରା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନଆଯାଇଛି। ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନ ଶୃଙ୍ଖଳିତ କରିବାକୁ AI କ୍ୟାମେରା ଲଗାଯିବ। ସେପଟେ ଚଳିତବର୍ଷ ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ କରିବ ମଧ୍ଯ AI କ୍ୟାମେରା ବ୍ଯବହାର କରାଯିବ। ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ପ୍ରବଳ ଜନସମାଗମକୁ ନିୟନ୍ତ୍ରଣ କରିବ AI କ୍ୟାମେରା। ଭିଡ ନିୟନ୍ତ୍ରଣ, ଟ୍ରାଫିକ ନିୟନ୍ତ୍ରଣ କରିବ AI। ଏନେଇ ପୁରୀ ପୁଲିସ ପକ୍ଷରୁ ପ୍ରସ୍ତୁତି ଚାଲିଛି। ସହରର ପ୍ରମୁଖ ସ୍ଥାନ, ସାହି ଗଳି ଓ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ଲାଗିବ AI କ୍ୟାମେରା। ଏ ନେଇ ପୁରୀ ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର