ଆସନ୍ତାକାଲି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା; ଆଇନ ଖିଲାପକାରୀଙ୍କ ଉପରେ ନଜର ରଖିବ AI କ୍ୟାମେରା ଓ ଡ୍ରୋନ୍…

The Sakala Picture
Published On

ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକରେ ପୁଲିସ ମୁତୟନ ହେବେ। ଏସବୁକୁ ଡିଜିପିଙ୍କ କାର୍ଯ୍ୟାଳୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମନିଟର କରିବେ। ଗଣତାନ୍ତ୍ରିକ ଉପାୟରେ ଆନ୍ଦୋଳନ ହେଉ। କିନ୍ତୁ କୌଣସି ନେତା ବା […]

ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକରେ ପୁଲିସ ମୁତୟନ ହେବେ। ଏସବୁକୁ ଡିଜିପିଙ୍କ କାର୍ଯ୍ୟାଳୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମନିଟର କରିବେ। ଗଣତାନ୍ତ୍ରିକ ଉପାୟରେ ଆନ୍ଦୋଳନ ହେଉ। କିନ୍ତୁ କୌଣସି ନେତା ବା କର୍ମୀ ଆଇନକୁ ହାତକୁ ନିଅନ୍ତୁ ନାହିଁ ବୋଲି ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍.ଦେବଦତ୍ତ. ସିଂ। ଲୋକସେବା ଭବନ, ବିଧାନସଭା , ରାଜୀବ ଭବନ, ବିଭିନ୍ନ ଭିଭିଆଇପିଙ୍କ ବାସଭବନ ନିକଟରେ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ। ରେଳରୋକ ହିଂସାର ପନ୍ଥା ଆପଣାଇଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁଲିସ କମିଶନର।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

16 Jul 2025 By The Sakala

ଆସନ୍ତାକାଲି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା; ଆଇନ ଖିଲାପକାରୀଙ୍କ ଉପରେ ନଜର ରଖିବ AI କ୍ୟାମେରା ଓ ଡ୍ରୋନ୍…

ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକରେ ପୁଲିସ ମୁତୟନ ହେବେ। ଏସବୁକୁ ଡିଜିପିଙ୍କ କାର୍ଯ୍ୟାଳୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମନିଟର କରିବେ। ଗଣତାନ୍ତ୍ରିକ ଉପାୟରେ ଆନ୍ଦୋଳନ ହେଉ। କିନ୍ତୁ କୌଣସି ନେତା ବା କର୍ମୀ ଆଇନକୁ ହାତକୁ ନିଅନ୍ତୁ ନାହିଁ ବୋଲି ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍.ଦେବଦତ୍ତ. ସିଂ। ଲୋକସେବା ଭବନ, ବିଧାନସଭା , ରାଜୀବ ଭବନ, ବିଭିନ୍ନ ଭିଭିଆଇପିଙ୍କ ବାସଭବନ ନିକଟରେ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ। ରେଳରୋକ ହିଂସାର ପନ୍ଥା ଆପଣାଇଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁଲିସ କମିଶନର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର