ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

Deviprasad Mohanty Picture
Published On

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ। ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା।  ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ମିଳିଛି। ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଦୁର୍ବୃତ୍ତ ଆସି ଗୁଳି ମାରିଛି । ଜଣେ ଦୁର୍ବୃତ୍ତ ଥିବା ସୂଚନା ମିଳିଛି। 

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ସୂଚନା ଅନୁଯାୟୀ,  ସକାଳୁ ଏମ୍ସରୁ କାମସାରି ଫେରୁଥିଲେ ସୁଧାଂଶୁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସୂଚନା ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର