ଜାଗରଯାତ୍ରା ପାଇଁ ଆଖଣ୍ଡଳମଣିଙ୍କ ପୀଠରେ ୧୦ରୁ ୧୪୪ ଧାରା

The Sakala Picture
Published On

ଆରଡ଼ି: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ଆଖଣ୍ଡଳମଣି ପୀଠରେ ଚଳିତ ବର୍ଷ ବିନା ଭକ୍ତରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଜାଗରଯାତ୍ରା ପାଇଁ ପୀଠରେ ୧୪୪ ଧାରା ଜାରି ହେବ । ସୂଚନା ଅନୁଯାୟୀ, ଆସନ୍ତା ୧୧ ତାରିଖରେ ମହାଶିବରାତ୍ରୀ ପଡ଼ୁଥିବା ବେଳେ ୧୦ ତାରିଖ ସକାଳ ୭ଟାରୁ ୧୨ ତାରିଖ ସକାଳ ୭ଟା ଯାଏଁ ଆଖଣ୍ଡଳମଣିଙ୍କ ପୀଠରେ ୧୪୪ ଧାରା ଜାରି ରହିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା […]

ଆରଡ଼ି: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ଆଖଣ୍ଡଳମଣି ପୀଠରେ ଚଳିତ ବର୍ଷ ବିନା ଭକ୍ତରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଜାଗରଯାତ୍ରା ପାଇଁ ପୀଠରେ ୧୪୪ ଧାରା ଜାରି ହେବ ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

ସୂଚନା ଅନୁଯାୟୀ, ଆସନ୍ତା ୧୧ ତାରିଖରେ ମହାଶିବରାତ୍ରୀ ପଡ଼ୁଥିବା ବେଳେ ୧୦ ତାରିଖ ସକାଳ ୭ଟାରୁ ୧୨ ତାରିଖ ସକାଳ ୭ଟା ଯାଏଁ ଆଖଣ୍ଡଳମଣିଙ୍କ ପୀଠରେ ୧୪୪ ଧାରା ଜାରି ରହିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଏପରି ନିଷ୍ପତ୍ତି ନେଇଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

05 Mar 2021 By The Sakala

ଜାଗରଯାତ୍ରା ପାଇଁ ଆଖଣ୍ଡଳମଣିଙ୍କ ପୀଠରେ ୧୦ରୁ ୧୪୪ ଧାରା

ଆରଡ଼ି: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ଆଖଣ୍ଡଳମଣି ପୀଠରେ ଚଳିତ ବର୍ଷ ବିନା ଭକ୍ତରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଜାଗରଯାତ୍ରା ପାଇଁ ପୀଠରେ ୧୪୪ ଧାରା ଜାରି ହେବ ।

ସୂଚନା ଅନୁଯାୟୀ, ଆସନ୍ତା ୧୧ ତାରିଖରେ ମହାଶିବରାତ୍ରୀ ପଡ଼ୁଥିବା ବେଳେ ୧୦ ତାରିଖ ସକାଳ ୭ଟାରୁ ୧୨ ତାରିଖ ସକାଳ ୭ଟା ଯାଏଁ ଆଖଣ୍ଡଳମଣିଙ୍କ ପୀଠରେ ୧୪୪ ଧାରା ଜାରି ରହିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଏପରି ନିଷ୍ପତ୍ତି ନେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର