ସେବାୟତଙ୍କୁ କରୋନା, ୧୭ ତାରିଖ ଯାଏଁ ଆଖଣ୍ଡଳମଣି ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ
ଆରଡି : ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ମନ୍ଦିରରୁ ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ୧୭ ତାରିଖ ଯାଏଁ ଆଖଣ୍ଡଳମଣି ମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛ ପ୍ରଶାସନ। ଆଜି ଦିନ ୧୨ଟାରୁ ଆସନ୍ତା ୧୭ ତାରିଖ ସନ୍ଧ୍ୟା ୬ଟା ଯାଏଁ ଶ୍ରଦ୍ଧାଳୁଙ୍କୁ ମନ୍ଦିର ପ୍ରବେଶ ପାଇଁ ବାରଣ କରାଯାଇଛି। କେବଳ ରୀତିନୀତି ଅନୁସାରେ ସେବାୟତ ପୂଜାର୍ଚ୍ଚନା କରିବେ। ଜଣେ ସେବାୟତ ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। […]
ଆରଡି : ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ମନ୍ଦିରରୁ ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ୧୭ ତାରିଖ ଯାଏଁ ଆଖଣ୍ଡଳମଣି ମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛ ପ୍ରଶାସନ।
ଆଜି ଦିନ ୧୨ଟାରୁ ଆସନ୍ତା ୧୭ ତାରିଖ ସନ୍ଧ୍ୟା ୬ଟା ଯାଏଁ ଶ୍ରଦ୍ଧାଳୁଙ୍କୁ ମନ୍ଦିର ପ୍ରବେଶ ପାଇଁ ବାରଣ କରାଯାଇଛି। କେବଳ ରୀତିନୀତି ଅନୁସାରେ ସେବାୟତ ପୂଜାର୍ଚ୍ଚନା କରିବେ। ଜଣେ ସେବାୟତ ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ମନ୍ଦିରର ସବୁ ସେବାୟତଙ୍କ କୋଭିଡ ଟେଷ୍ଟ କରିବାକୁ ନିଷ୍ପତ୍ତି ନିଆଯାଇଛି। ଭଦ୍ରକ ଉପଜିଲ୍ଲାପାଳ ପୀତାମ୍ବର ସାମଲଙ୍କ ପକ୍ଷରୁ ଏନେଇ ସୂଚନା ମିଳିଛି।