ଭୁବନେଶ୍ୱର: ରାଜ୍ୟରେ ଏଚଏମପିଭି ଭୁତାଣୁକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ଭୟଭୀତ ହୁଅନ୍ତୁ ନାହିଁ। ସଚେତନ ରୁହନ୍ତୁ-ସୁରକ୍ଷିତ ରୁହନ୍ତୁ ବୋଲି କୁହାଯାଇଛି। ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ରୋଗର ଚିହ୍ନଟ ଓ ନିରାକରଣ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି । ଏହି ରୋଗକୁ ନେଇ ଜନସାଧାରଣ ଭୟଭୀତ ବା ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି କୁହାଯାଇଛି।
ଏଚଏମପିଭି ଭୁତାଣୁକୁ ନେଇ ସତର୍କ ଓଡ଼ିଶା, ସଚେତନ ରୁହନ୍ତୁ-ସୁରକ୍ଷିତ ରୁହନ୍ତୁ