ରାଜ୍ୟରେ ଆସନ୍ତା ୨୩ ଯାଏଁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି…..

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ। ଏହାରି ମଧ୍ଯରେ ଆଶ୍ବସ୍ତିକର ଖବର ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କମିବ ତାପମାତ୍ରା ।  ୫ ଦିନ ପାଇଁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି। ଏହି କାଳବୈଶାଖୀ ସମୟରେ ବିଭିନ୍ନ ଜିଲ୍ଲାରେ ୩୦ରୁ ୪୦ କିମି ଏବଂ ସ୍ଥାନେ ସ୍ଥାନେ ପବନର ବେଗ ୪୦ରୁ ୫୦ କିମି ରହିପାରେ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ […]

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ। ଏହାରି ମଧ୍ଯରେ ଆଶ୍ବସ୍ତିକର ଖବର ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କମିବ ତାପମାତ୍ରା ।  ୫ ଦିନ ପାଇଁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି। ଏହି କାଳବୈଶାଖୀ ସମୟରେ ବିଭିନ୍ନ ଜିଲ୍ଲାରେ ୩୦ରୁ ୪୦ କିମି ଏବଂ ସ୍ଥାନେ ସ୍ଥାନେ ପବନର ବେଗ ୪୦ରୁ ୫୦ କିମି ରହିପାରେ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

୧୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ମୟୁରଭଞ୍ଜ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

୨୦ ତାରିଖ ପାଇଁ ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ ଓ ଯାଜପୁର ଆଦି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

୨୧ ତାରିଖ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼କ ମଧ୍ଯରେ ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା ଓ ସୋନପୁର ରହିଛନ୍ତି।

୨୨ ତାରିଖ ପାଇଁ  କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମଲାକାନାଗିରି ଆଦି ଜିଲ୍ଲାକୁ ୟେଲୋ ଆର୍ଟ ଜାରି ହୋଇଛି।

୨୩ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଆଦି ଜିଲ୍ଲାକୁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

19 Mar 2025 By The Sakala

ରାଜ୍ୟରେ ଆସନ୍ତା ୨୩ ଯାଏଁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି…..

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ। ଏହାରି ମଧ୍ଯରେ ଆଶ୍ବସ୍ତିକର ଖବର ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କମିବ ତାପମାତ୍ରା ।  ୫ ଦିନ ପାଇଁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି। ଏହି କାଳବୈଶାଖୀ ସମୟରେ ବିଭିନ୍ନ ଜିଲ୍ଲାରେ ୩୦ରୁ ୪୦ କିମି ଏବଂ ସ୍ଥାନେ ସ୍ଥାନେ ପବନର ବେଗ ୪୦ରୁ ୫୦ କିମି ରହିପାରେ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

୧୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ମୟୁରଭଞ୍ଜ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

୨୦ ତାରିଖ ପାଇଁ ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ ଓ ଯାଜପୁର ଆଦି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

୨୧ ତାରିଖ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼କ ମଧ୍ଯରେ ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା ଓ ସୋନପୁର ରହିଛନ୍ତି।

୨୨ ତାରିଖ ପାଇଁ  କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମଲାକାନାଗିରି ଆଦି ଜିଲ୍ଲାକୁ ୟେଲୋ ଆର୍ଟ ଜାରି ହୋଇଛି।

୨୩ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଆଦି ଜିଲ୍ଲାକୁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

https://www.thesakala.in/latest-odisha-news/alert-has-been-issued-for-rain-and-thunderstorms/article-39428
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର