ରାଜ୍ଯରେ କାଳବୈଶାଖୀ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୭ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରଯାଇଥିବା ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, […]

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୭ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରଯାଇଥିବା ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡା ଓ ସୁନ୍ଦରଗଡ଼। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

26 May 2022 By The Sakala

ରାଜ୍ଯରେ କାଳବୈଶାଖୀ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୭ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରଯାଇଥିବା ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡା ଓ ସୁନ୍ଦରଗଡ଼। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

https://www.thesakala.in/latest-odisha-news/alerts-have-been-issued-to-11-districts-for-thunderstorms/article-11912
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର