ରାଜ୍ଯରେ କାଳବୈଶାଖୀ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୨ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି । ଏ ନେଇ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା  ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୁରଭଞ୍ଜ , ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ […]

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୨ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି । ଏ ନେଇ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା  ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୁରଭଞ୍ଜ , ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

27 Jun 2022 By The Sakala

ରାଜ୍ଯରେ କାଳବୈଶାଖୀ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୨ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି । ଏ ନେଇ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା  ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୁରଭଞ୍ଜ , ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର