କାଳବୈଶାଖୀ ପାଇଁ ରାଜ୍ଯରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୩ ଜିଲ୍ଲାଗୁଡିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ […]

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୩ ଜିଲ୍ଲାଗୁଡିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ଯନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନ ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ, ଆସନ୍ତା ୨୨ ତାରିଖ, ରବିବାର ପର୍ଯ୍ଯନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

17 May 2022 By The Sakala

କାଳବୈଶାଖୀ ପାଇଁ ରାଜ୍ଯରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୩ ଜିଲ୍ଲାଗୁଡିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର।

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ଯନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନ ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ, ଆସନ୍ତା ୨୨ ତାରିଖ, ରବିବାର ପର୍ଯ୍ଯନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।

https://www.thesakala.in/latest-odisha-news/alerts-have-been-issued-to-13-districts-for-thunderstorms/article-11655
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର