ରାଜ୍ଯରେ କାଳବୈଶାଖୀ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ୧୬ ଜିଲ୍ଲା ଗୁୁଡିକ ହେଲେ  ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି। […]

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ୧୬ ଜିଲ୍ଲା ଗୁୁଡିକ ହେଲେ  ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଚାକିରୀ ଦେବାକୁ କହି ୨୫ ଲକ୍ଷ ଟଙ୍କା ଠକେଇ, 420 ମହିଳାଙ୍କୁ ଗିରଫ କଲା ପୋଲିସ

ଆହୁରି ପଢ଼ନ୍ତୁ: ରଥଯାତ୍ରାରେ ଶୃଙ୍ଖଳିତ ପରିବହନ ଲକ୍ଷ୍ୟ: ବସ୍ ପାର୍କିଂଠାରୁ ଆରମ୍ଭ କରି ଟୋଲ୍ ଫି ଛାଡ଼, ଅନ୍ୟ ରୁଟ୍‌ ବସଙ୍କୁ ଅସ୍ଥାୟୀ ପରମିଟ୍‌

ସେହିପରି ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ୧୬୦୦ରୁ ଅଧିକ ଭୁଲ: ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ଲାଗୁଛି କହିଲେ ମୁଖ୍ୟମନ୍ତ୍ରୀ

07 Jun 2022 By The Sakala

ରାଜ୍ଯରେ କାଳବୈଶାଖୀ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ୧୬ ଜିଲ୍ଲା ଗୁୁଡିକ ହେଲେ  ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ସେହିପରି ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର