କାଳବୈଶାଖୀ ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି  ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର। ଏହି ୯ ଜିଲ୍ଲାଗୁଡିକ ହେଲେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି, ମୟୂରଭଂଜ, କେନ୍ଦୁଝର ଓ ବାଲେଶ୍ୱର । ସେହିପରି ୧୮ ଓ ୧୯ […]

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି  ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର। ଏହି ୯ ଜିଲ୍ଲାଗୁଡିକ ହେଲେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି, ମୟୂରଭଂଜ, କେନ୍ଦୁଝର ଓ ବାଲେଶ୍ୱର ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ସେହିପରି ୧୮ ଓ ୧୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଂଜାମ, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

୨୧ ଓ ୨୨ ତାରିଖ ପାଇଁ  ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପରୁ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, କଟକ, ଅନୁଗୁଳ, କଟକ, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ଼,  ଓ କନ୍ଧମାଳ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା କରାଯାଇଛି।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର