ଲକ୍‌ଡାଉନ୍ ସମୟରେ ଆସନ୍ତା ମେ’ ୫ ତାରିଖରୁ ୧୯ ତାରିଖ ଯାଏଁ ସମସ୍ତ ବସ୍ ସେବା ବନ୍ଦ ରହିବ

The Sakala Picture
Published On

କରୋନା ସଂକ୍ରମଣ ରୋକିବାକୁ ଓଡିଶା ସରକାର ଜାରି କରିଛନ୍ତି ଗାଇଡଲାଇନ୍ । ଏହି ଗାଇଡଲାଇନ୍ ଅନୁସାରେ, ଆସନ୍ତା ୫ ତାରିଖରୁ ସମସ୍ତ ବସ୍ ଚଳାଚଳ ବନ୍ଦ ରହିବ । ଏହି ନିୟମ ୧୯ ତାରିଖ ଯାଏଁ ବଳବତ୍ତର ରହିବ । ଲକଡାଉନ୍ ପାଇଁ ପୋଲିସ ପକ୍ଷରୁ କଡା ଚେକିଂ ବ୍ୟବସ୍ଥା ହୋଇଛି । ଅମାନିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି ସମୟରେ  ଜୋରଦାର ଚେକିଂ ଓ ବ୍ଲକିଂ କରାଯିବ । ଟ୍ବିନସିଟିରେ ପାଟ୍ରୋଲିଂ ଆହୁରି […]

କରୋନା ସଂକ୍ରମଣ ରୋକିବାକୁ ଓଡିଶା ସରକାର ଜାରି କରିଛନ୍ତି ଗାଇଡଲାଇନ୍ । ଏହି ଗାଇଡଲାଇନ୍ ଅନୁସାରେ, ଆସନ୍ତା ୫ ତାରିଖରୁ ସମସ୍ତ ବସ୍ ଚଳାଚଳ ବନ୍ଦ ରହିବ । ଏହି ନିୟମ ୧୯ ତାରିଖ ଯାଏଁ ବଳବତ୍ତର ରହିବ । ଲକଡାଉନ୍ ପାଇଁ ପୋଲିସ ପକ୍ଷରୁ କଡା ଚେକିଂ ବ୍ୟବସ୍ଥା ହୋଇଛି । ଅମାନିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି ସମୟରେ  ଜୋରଦାର ଚେକିଂ ଓ ବ୍ଲକିଂ କରାଯିବ । ଟ୍ବିନସିଟିରେ ପାଟ୍ରୋଲିଂ ଆହୁରି କଡାକଡି ଭାବେ ପାଳନ ହେବ ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

02 May 2021 By The Sakala

ଲକ୍‌ଡାଉନ୍ ସମୟରେ ଆସନ୍ତା ମେ’ ୫ ତାରିଖରୁ ୧୯ ତାରିଖ ଯାଏଁ ସମସ୍ତ ବସ୍ ସେବା ବନ୍ଦ ରହିବ

କରୋନା ସଂକ୍ରମଣ ରୋକିବାକୁ ଓଡିଶା ସରକାର ଜାରି କରିଛନ୍ତି ଗାଇଡଲାଇନ୍ । ଏହି ଗାଇଡଲାଇନ୍ ଅନୁସାରେ, ଆସନ୍ତା ୫ ତାରିଖରୁ ସମସ୍ତ ବସ୍ ଚଳାଚଳ ବନ୍ଦ ରହିବ । ଏହି ନିୟମ ୧୯ ତାରିଖ ଯାଏଁ ବଳବତ୍ତର ରହିବ । ଲକଡାଉନ୍ ପାଇଁ ପୋଲିସ ପକ୍ଷରୁ କଡା ଚେକିଂ ବ୍ୟବସ୍ଥା ହୋଇଛି । ଅମାନିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି ସମୟରେ  ଜୋରଦାର ଚେକିଂ ଓ ବ୍ଲକିଂ କରାଯିବ । ଟ୍ବିନସିଟିରେ ପାଟ୍ରୋଲିଂ ଆହୁରି କଡାକଡି ଭାବେ ପାଳନ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର