ବାତ୍ୟା ୟଶ ପାଇଁ ସମସ୍ତ ସରକାରୀ ଛୁଟି ବାତିଲ କଲେ ରାଜ୍ୟ ସରକାର, ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ

The Sakala Picture
Published On

ବାତ୍ୟାକୁ ଆଖି ଆଗରେ ରଖି ସମସ୍ତ ସରକାରୀ ଛୁଟିକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ଆସନ୍ତା ମେ ୩୧ ତାରିଖ ଯାଏଁ କୌଣସି ସରକାରୀ କର୍ମଚାରୀ ଛୁଟି ନେଇପାରିବେ ନାହିଁ । ତା ସହିତ କୌଣସି କର୍ମଚାରୀ ମୁଖ୍ୟାଳୟରେ ଛାଡି ପାରିବେନି ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ପୂର୍ବରୁ ଛୁଟି ନେଇଥିବା ସରକାରୀ କର୍ମଚାରୀମାନଙ୍କର ମଧ୍ୟ ସମସ୍ତ ଛୁଟି ବାତିଲ କରାଯାଇଛି। ତା ସହିତ ଯେଉଁ କର୍ମଚାରୀମାନେ ଛୁଟିରେ […]

ବାତ୍ୟାକୁ ଆଖି ଆଗରେ ରଖି ସମସ୍ତ ସରକାରୀ ଛୁଟିକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ଆସନ୍ତା ମେ ୩୧ ତାରିଖ ଯାଏଁ କୌଣସି ସରକାରୀ କର୍ମଚାରୀ ଛୁଟି ନେଇପାରିବେ ନାହିଁ । ତା ସହିତ କୌଣସି କର୍ମଚାରୀ ମୁଖ୍ୟାଳୟରେ ଛାଡି ପାରିବେନି ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ପୂର୍ବରୁ ଛୁଟି ନେଇଥିବା ସରକାରୀ କର୍ମଚାରୀମାନଙ୍କର ମଧ୍ୟ ସମସ୍ତ ଛୁଟି ବାତିଲ କରାଯାଇଛି। ତା ସହିତ ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି ସେମାନେ ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରିଲ୍ସ ସୁଟିଂ ବେଳେ ବ୍ରାହ୍ମଣୀ ନଦୀରେ ଅଘଟଣ; ରେଳ ପୋଲରୁ ଖସି ଯୁବକ ନିଖୋଜ

ପାଣିପାଗ ବିଭାଗର ସୂଚନା ମୁତାବକ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ୟଶ ଏବେ ଓଡିଶା ମୁହାଁ ହୋଇଛି । ଆସନ୍ତା ୨୬ ତାରିଖରେ ଏହା ଲ୍ୟାଣ୍ଡଫଲ କରିବା ସହିତ ଭଦ୍ରକ କିମ୍ବା ବାଲେଶ୍ୱରରେ ସ୍ଥଳଭାଗ ଛୁଇଁପାରେ । ତେଣୁ ଏଭଳି ସ୍ଥିତିକୁ ମୁକାବିଲା କରିବା ପାଇଁ ଏବେ ପ୍ରସ୍ତୁତ ହେଉଛି ଓଡିଶା । ଆଉ ଏହାକୁ ଆଖି ଆଗରେ ରଖି ଏବେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରିଦିଆଯାଇଛି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

24 May 2021 By The Sakala

ବାତ୍ୟା ୟଶ ପାଇଁ ସମସ୍ତ ସରକାରୀ ଛୁଟି ବାତିଲ କଲେ ରାଜ୍ୟ ସରକାର, ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ

ବାତ୍ୟାକୁ ଆଖି ଆଗରେ ରଖି ସମସ୍ତ ସରକାରୀ ଛୁଟିକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ଆସନ୍ତା ମେ ୩୧ ତାରିଖ ଯାଏଁ କୌଣସି ସରକାରୀ କର୍ମଚାରୀ ଛୁଟି ନେଇପାରିବେ ନାହିଁ । ତା ସହିତ କୌଣସି କର୍ମଚାରୀ ମୁଖ୍ୟାଳୟରେ ଛାଡି ପାରିବେନି ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ପୂର୍ବରୁ ଛୁଟି ନେଇଥିବା ସରକାରୀ କର୍ମଚାରୀମାନଙ୍କର ମଧ୍ୟ ସମସ୍ତ ଛୁଟି ବାତିଲ କରାଯାଇଛି। ତା ସହିତ ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି ସେମାନେ ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ପାଣିପାଗ ବିଭାଗର ସୂଚନା ମୁତାବକ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ୟଶ ଏବେ ଓଡିଶା ମୁହାଁ ହୋଇଛି । ଆସନ୍ତା ୨୬ ତାରିଖରେ ଏହା ଲ୍ୟାଣ୍ଡଫଲ କରିବା ସହିତ ଭଦ୍ରକ କିମ୍ବା ବାଲେଶ୍ୱରରେ ସ୍ଥଳଭାଗ ଛୁଇଁପାରେ । ତେଣୁ ଏଭଳି ସ୍ଥିତିକୁ ମୁକାବିଲା କରିବା ପାଇଁ ଏବେ ପ୍ରସ୍ତୁତ ହେଉଛି ଓଡିଶା । ଆଉ ଏହାକୁ ଆଖି ଆଗରେ ରଖି ଏବେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରିଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର